ପୁରୁଷୋତ୍ତମପୁରରେ କୋଭିଡ ଟିକା ଦାନ ଆରମ୍ଭ

ପୁରୁଷୋତ୍ତମପୁର,୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପରିସରରେ ଶନିବାର କୋଭିଡ ଟିକା ଦାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପ୍ରଥମେ ତହସିଲଦାର ନିତିଶ କୁମାର ତ୍ରିପାଠୀ, ବିଡିଓ ବିଜୟ କୁମାର ବେହେରା, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ ପ୍ରମୁଖ ଟିକା ନେଇଛନ୍ତି। ପ୍ରଥମ ଦିନରେ ୧୧୦ ଜଣଙ୍କୁ ଟିକା ଦେବାର ଲକ୍ଷ୍ୟ ରଖାଯାଇଥିବା ସ୍ବାସ୍ଥ୍ୟ ବିଭାଗୀୟ କର୍ମଚାରୀଙ୍କଠାରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀ ଘରକୁ ଭାର ଆଣିଥିବା ଭାଇଙ୍କୁ କରୋନା

କଣିହାଁ,୧୫ା୬(ଡି.ଏନ.ଏ.)- ଢେଙ୍କାନାଳ ଜିଲା ଅଞ୍ଚଳର ଜଣେ କରୋନା ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂରୁ ସେ ଅନୁଗୋଳ ଜିଲା କଣିହାଁ ବ୍ଲକ ଏନ୍‌ଟିପିସି ବଜାର ଅଞ୍ଚଳର ଭଉଣୀ ଘରକୁ...

ସାନିଟାଇଜେସନ୍‌ ହେଲା ବଜାର ଅଞ୍ଚଳ

ବନ୍ତ,୧୫ା୪(ଡି.ଏନ୍‌.ଏ.) : କରୋନା ମହାମାରୀ ସଂକ୍ରମଣ ପ୍ରତିହତ ପାଇଁ ସରକାରଙ୍କ ପକ୍ଷରୁ ବିିଭିନ୍ନ ବଜାର ଅଞ୍ଚଳକୁ ସାନିଟାଇଜେସନ କରାଯାଉଛି। ଏହିକ୍ରମରେ ବୁଧବାର ଭଦ୍ରକ ଜିଲା ବନ୍ତ...

ଭୁବନେଶ୍ୱରରୁ ୨୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ...

ସକାଳ ୭ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟ

ସମ୍ବଲପୁର,୧ା୭(ବ୍ୟୁରୋ): ଟିପିଡବ୍ଲ୍ୟୁଓଡିଏଲ୍‌ ନିରବଚ୍ଛିନ ବିଦ୍ୟୁତ୍‌ ସେବା ଯୋଗାଇବା ଉପରେ ଗୁରୁତ୍ୱାରୋପ କରୁଛି। ଏହିକ୍ରମରେ ଓଭରହେଡ କେବୁଲକୁ ମଜବୁତ କରିବା ସକାଶେ ଝାରସୁଗୁଡ଼ା ଓ ରାଉରକେଲାରେ ୧୩୨/୩୩...

୪୦ ଲକ୍ଷ ଚାଷୀଙ୍କୁ ଦିଆଗଲା ୮୦୦ କୋଟି

ଭୁବନେଶ୍ୱର,୪ା୫(ବ୍ୟୁରୋ): ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଚାଷୀଙ୍କୁ କାଳିଆ ଯୋଜନାର ସହାୟତା ରାଶି ପ୍ରଦାନ କରିଛନ୍ତି।...

ସାପକାମୁଡ଼ାରେ ନାବାଳକଙ୍କ ଜୀବନ ଗଲା

କେନ୍ଦୁଝର,୧୩ା୫ (ସ୍ବ.ପ୍ର.)-ସାପ କାମୁଡ଼ାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାଞ୍ଜିପାଣି ଥାନା କୁଅଁର ଗ୍ରାମର ମହାଜନ ସ୍ୱାଇଁଙ୍କ ପୁଅ ଜିତେନ୍ଦ୍ର (୮)। ବୁଧବାର...

୨ ଶିକ୍ଷକଙ୍କ ଘରେ ବୁଲିଲା କଳାକନା

ପାଟଣା,୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ଗ୍ରାମର ଦୁଇ ଶିକ୍ଷକଙ୍କ ଘର ଗ୍ରୀଲ ତାଡ଼ି ମଙ୍ଗଳବାର ରାତିରେ ଦୁର୍ବୃତ୍ତ କଳାକନା ବୁଲାଇଛନ୍ତି। ଶିକ୍ଷକଜ୍ୟୋତି ରଞ୍ଜନ...

ଯୁକ୍ତ୩ ସ୍ପଟ୍‌ ନାମଲେଖା ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଯୁକ୍ତ୩ ପ୍ରଥମ ବର୍ଷ ସ୍ପଟ୍‌ ନାମଲେଖା ପାଇଁ ସୋମବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ ଡିଗ୍ରୀ କଲେଜରେ ଖାଲିଥିବା...

Advertisement
Archives

Model This Week