Posted inଜାତୀୟ

ଆସ୍ଥାଭୋଟ ହାରିବାର ୫ ଦିନ ପରେ ପୁଣି ଶପଥ ନେଲେ ଓଲି

କାଠମାଣ୍ଡୁ,୧୪।୫: ପାର୍ଲାମେଣ୍ଟରେ ଆସ୍ଥାଭୋଟ ହାରିବାର ୫ ଦିନ ପରେ ନେପାଳ ପ୍ରଧାନମନ୍ତ୍ରୀ ଭାବେ ପୁଣି କେ.ପି. ଶର୍ମା ଓଲି ଶୁକ୍ରବାର ଶପଥ ନେଇଛନ୍ତି। ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀ ୬୯ ବର୍ଷୀୟ ଓଲିଙ୍କୁ ଦେଶର ୪୩ତମ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ନେପାଳ ପ୍ରତିନିଧି ସଭାରେ ସର୍ବବୃହତ୍‌ ରାଜନୈତିକ ଦଳର ନେତା ଭାବେ ଓଲିଙ୍କୁ ଗୁରୁବାର ରାତିରେ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତି ଦେଇଥିଲେ ରାଷ୍ଟ୍ରପତି। ସିପିଏନ୍‌-ୟୁଏମ୍‌ଏଲ୍‌ ଅଧ୍ୟକ୍ଷ ଓଲି ଗତ ସୋମବାର ଆସ୍ଥାଭୋଟରେ ପରାଜିତ ହୋଇଥିଲେ। ଏବେ ସେ ପୁନର୍ବାର ପ୍ରଧାନମନ୍ତ୍ରୀ ପଦରେ ଅବସ୍ଥାପିତ ହୋଇଥିବାରୁ ୩୦ ଦିନ ମଧ୍ୟରେ ଗୃହରେ ସଂଖ୍ୟା ଗରିଷ୍ଠତା ଦେଖାଇବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri