କେପିଙ୍କୁ କରୋନା

ଢେଙ୍କାନାଳ ଅଫିସ, ୯।୧: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଢେଙ୍କାନାଳ ରାଜା କାମାକ୍ଷା ପ୍ରସାଦ ସିଂହଦେଓ (କେପି), ରାଣୀ ସାବିତ୍ରୀ ଦେବୀ ଏବଂ ଯୁବରାଜ ଅମରଜ୍ୟୋତି ସିଂହଦେଓ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର କେପି ଏବଂ ସାବିତ୍ରୀ ଦେବୀ ଦିଲ୍ଲୀରୁ ଫେରିଥିଲେ। ଆଣ୍ଟିଜେନ୍‌ ଟେଷ୍ଟରୁ ଉଭୟଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ୩ଦିନ ତଳେ ଅମରଜ୍ୟୋତି ମଧ୍ୟ କରୋନାରେ ସଂକ୍ରମିତ ହୋଇଥିଲେ। ସମସ୍ତ ୩ ଜଣ ରାଜବାଟୀ ପରିସରରେ ସଙ୍ଗରୋଧରେ ଥିବା ଯୁବରାଜ ଅମରଜ୍ୟୋତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ୭ ସମିତି

ଢେଙ୍କାନାଳ ଅଫିସ, ୧୩।୩: ଢେଙ୍କାନାଳ ଜିଲାରେ ଶନିବାର ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ ହୋଇଛି ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ। ଢେଙ୍କାନାଳ ସଦର, ଗଁଦିଆ, ଓଡ଼ାପଡ଼ା, ଭୁବନ ଏବଂ...

ଚିନ୍ତା ବଢ଼ାଇଛି ଚୋରା ବନ୍ଧୁକ

ଢେଙ୍କାନାଳ ଅଫିସ, ୨୩।୬ – ଢେଙ୍କାନାଳ ଜିଲାରେ ସକ୍ରିୟ ହୋଇଉଠିଛନ୍ତି ଅପରାଧୀ ଗୋଷ୍ଠୀ। କଥା କଥାରେ ଫୁଟୁଛି ବୋମା। ହେଉଛି ଗୁଳିମାଡ଼। ଗୋଷ୍ଠୀ ସଂଘର୍ଷରେ ଗଡୁଛି...

ହାଟକୁ ଡାକି ନେଇ ସ୍ତ୍ରୀଙ୍କୁ ହତ୍ୟା

ଓଡ଼ାପଡ଼ା, ୧୨ା୧୧ (ଡି.ଏନ.ଏ.)- ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଶ୍ରୀଡ଼ିହ ଗ୍ରାମର ସାବିତ୍ରୀ ଭୋଇ (୩୨) ନିଖୋଜ ଘଟଣାର ସୋମବାର ପର୍ଦ୍ଦାଫାସ ହୋଇଛି। ଅଭିଯୁକ୍ତ ସ୍ବାମୀ...

ମିଛ ଖବରରେ ଅଙ୍କୁଶ ଲଗାଇବ ମାର୍ଗଦର୍ଶିକା

ଢେଙ୍କାନାଳ ଅଫିସ, ୨୫।୪ – ସମ୍ପ୍ରତି ମିଛ, ତ୍ରୁଟିପୂର୍ଣ୍ଣ ଖବର ଭୟଙ୍କର ବିପଦ ଭାବେ ଉଭା ହୋଇଛି। ସୋସିଆଲ ମିଡିଆର ବହୁଳ ପ୍ରଚଳନ ଏପରି ମିଛ...

ହାଟରୁ ଧରାପଡ଼ିଲେ ୩ ପକେଟମାର ନିର୍ଧୂମ ଛେଚିଲେ, ପୋଲିସ ଜିମାଦେଲେ

ଭାପୁର, ୨୯।୯(ଡି.ଏନ୍‌.ଏ.)-ଢେଙ୍କାନାଳ ସଦର ଥାନା ଭାପୁର ମେଡିକାଲ ଛକ ନିକଟ ପରିବା ହାଟରୁ ରବିବାର ପକେଟମାର କରୁଥିବା ୩ଜଣଙ୍କୁ ସ୍ଥାନୀୟ ଲୋକେ ଧରି ପୋଲିସ ଜିମା...

ପ୍ଲାଷ୍ଟିକ୍‌ ମୁକ୍ତ ହେବ କପିଳାସ

ଢେଙ୍କାନାଳ ଅଫିସ, ୨୨।୧୧: ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବକ୍ଷେତ୍ର ତଥା ଇକୋ ସେନ୍‌ସିଟିଭ୍‌ ଜୋନ୍‌ରେ ଅନ୍ତର୍ଭୁକ୍ତ ହୋଇଥିବା କପିଳାସ ଶୈବପୀଠ ହେବ ପ୍ଲାଷ୍ଟିକ ମୁକ୍ତ। ସଫାସୁତରା ପରିବେଶରେ...

ପୁଣି ଏକ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ ଅଫିସ/ହିନ୍ଦୋଳ,୬।୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ବାଲିମି ଥାନା ଅନ୍ତର୍ଗତ ଅସରଡା ଜଙ୍ଗଲରେ ବୁଧବାର ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛିି। ବାର୍‌ହା ଶିକାର ପାଇଁ ବଛା...

ସ୍ବାସ୍ଥ୍ୟ ବିଭାଗକୁ ‘କରୋନା’ ଚିନ୍ତା

ଢେଙ୍କାନାଳ ଅଫିସ, ୨।୨ – ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି ‘କରୋନା’ ଭାଇରସ୍‌। ଚାଇନାରୁ ଆରମ୍ଭ ହୋଇଥିବା ଏହି ସଂକ୍ରାମକ ରୋଗ ଦିନକୁ ଦିନ...

Advertisement
Archives

Model This Week