କେପିଙ୍କୁ କରୋନା

ଢେଙ୍କାନାଳ ଅଫିସ, ୯।୧: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଢେଙ୍କାନାଳ ରାଜା କାମାକ୍ଷା ପ୍ରସାଦ ସିଂହଦେଓ (କେପି), ରାଣୀ ସାବିତ୍ରୀ ଦେବୀ ଏବଂ ଯୁବରାଜ ଅମରଜ୍ୟୋତି ସିଂହଦେଓ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର କେପି ଏବଂ ସାବିତ୍ରୀ ଦେବୀ ଦିଲ୍ଲୀରୁ ଫେରିଥିଲେ। ଆଣ୍ଟିଜେନ୍‌ ଟେଷ୍ଟରୁ ଉଭୟଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ୩ଦିନ ତଳେ ଅମରଜ୍ୟୋତି ମଧ୍ୟ କରୋନାରେ ସଂକ୍ରମିତ ହୋଇଥିଲେ। ସମସ୍ତ ୩ ଜଣ ରାଜବାଟୀ ପରିସରରେ ସଙ୍ଗରୋଧରେ ଥିବା ଯୁବରାଜ ଅମରଜ୍ୟୋତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ଏକରରେ ହେବ ନୂତନ ଉପାସନା ସ୍ଥଳୀ

ଢେଙ୍କାନାଳ ଅଫିସ, ୮।୪: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଢେଙ୍କାନାଳ ଜିଲା ଯୋରନ୍ଦା ମହିମାଗାଦି ନିକଟରେ କୌପୀନଧାରୀ ମହିମା ସମାଜ ସାଧୁସନ୍ଥଙ୍କ ପାଇଁ ନିର୍ମାଣ ହେବ ନୂତନ...

ତାତିଲେ ଚାଷୀ

ଢେଙ୍କାନାଳ ଅଫିସ, ୧୪।୨: ବଳକା ଧାନକୁ ନେଇ ଢେଙ୍କାନାଳ ଜିଲାର ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ଟୋକନ ଅନୁଯାୟୀ ବିକ୍ରି କରିବା ସତ୍ତ୍ୱେ ଚାଷୀଙ୍କ...

ଗରାଖ ନାହାନ୍ତି, ଶଢୁଛି କଖାରୁ

ଢେଙ୍କାନାଳ ଅଫିସ, ୨୪।୪ – କୁଢ଼ା ହୋଇଛି ପାଚିଲା କଖାରୁ। ଦେଖିଲେ ଆଖି ଲାଖିଯିବ। ହେଲେ ଏପରି ସ୍ବାଦିଷ୍ଟ, ପୁଷ୍ଟିକର ପରିବା ନେବାକୁ କେହିନାହାନ୍ତି। ଚାଷୀ...

ବାହୁଡ଼ିଲେ ମହାପ୍ରଭୁ, ଆଜି ଯିବେ ରତ୍ନବେଦି

ଢେଙ୍କାନାଳ ଅଫିସ,୧୩ା୭ – ଢେଙ୍କାନାଳରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ାଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଅପରାହ୍ନ ୫ଟା ୧୫ରେ ବଡରଥ ଓ ସାଢେ ୫ଟାରେ...

ଜିଲା ବିଦ୍ୟାଳୟସ୍ତରୀୟ ଫୁଟବଲ: ସଦର ବ୍ଲକ କ୍ୱାଟର ଫାଇନାଲରେ

ଢେଙ୍କାନାଳ ଅଫିସ,୨ା୮- ଢେଙ୍କାନାଳ ଜିଲା କ୍ରୀଡା ସଂଘ ପକ୍ଷରୁ ସ୍ଥାନୀୟ ଷ୍ଟାଡିୟମଠାରେ ଚାଲିଥିବା ବିଦ୍ୟାଳୟସ୍ତରୀୟ ଫୁଟବଲ ପ୍ରତିଯୋଗିତାର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ସଦର ବ୍ଲକ, ଭୁବନ...

ବର୍ଷେ ହେଲା ବ୍ୟବସାୟୀ ଛଟପଟ

ପରଜଙ୍ଗ, ୨୧।୧(ଡି.ଏନ୍‌.ଏ.) ନିଗମାନନ୍ଦ ଦଳବେହେରା:  ବସ୍‌ଷ୍ଟାଣ୍ଡ ନିର୍ମାଣ ହେବ। ବ୍ୟବସ୍ଥିତ ଢଙ୍ଗରେ ବ୍ୟବସାୟ କରିବାର ସୁଯୋଗ ପାଇବେ ବ୍ୟବସାୟୀ। ଏଭଳି ପ୍ରଲୋଭନ ଦେଖାଇ ଢେଙ୍କାନାଳ ଜିଲା...

ସୁରକ୍ଷା ବ୍ୟବସ୍ଥା ସମ୍ପର୍କିତ ମକ୍‌ଡ୍ରିଲ୍‌

ଢେଙ୍କାନାଳ ଅଫିସ, ୭।୧୨: ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ ମଙ୍ଗଳବାର ବିପଦପୂର୍ଣ୍ଣ ସମୟରେ ପ୍ରସ୍ତୁତି ଏବଂ ପରିବେଶ ସୁରକ୍ଷାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ...

୮୦ ଲକ୍ଷର ହିସାବ ମିଳୁନାହିଁ

ଢେଙ୍କାନାଳ,୨୦ା୮(ରତନ ନାୟାର)ଚଳୁ କରିଦେଲେ ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବା ପାଇଁ ଆସିଥିବା ଅର୍ଥ। ଏର୍ନେଷ୍ଟ ମନି ଡିପୋଜିଟ୍‌ (ଇଏମ୍‌ଡି) ବାବଦ ଠିକାଦାରଙ୍କ ଟଙ୍କା ବି ଖାଇଗଲେ। ଏଭଳି...

Advertisement
Archives

Model This Week