ପୂର୍ବ ଭାଗରେ ରୁଷିଆ ଆକ୍ରମଣର କଡା ବିରୋଧ କରୁଛି ୟୁକ୍ରେନ ସେନା

କ୍ୱିଭ,୨ ।୫: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ମାସେ ପୁରଣ ହୋଇ ସାରିଲାଣି । ରୁଷିଆର ଆକ୍ରମଣକୁ ସାମ୍ନା କରୁଥିବା ୟୁକ୍ରେନ୍ ସେନା ବେଳକୁ ବେଳ ଏହାର କଡା ଜବାବ ଦେଇ ଚାଲିଛି । ଏବେ ୟୁକ୍ରେନ୍ ସେନା ଦାବି କରିଛି ଯେ ଦେଶର ପୂର୍ବ ଭାଗରେ ରୁଷିଆ ସେନାଙ୍କ ଆକ୍ରମଣର କଡା ବିରୋଧ କରାଯାଉଛି । ଏହାଦ୍ୱାରା ବହୁ ଧନ ଜୀବନ କ୍ଷୟକ୍ଷତି ହେଉଥିବା ସେନା କହିଛି । ୟୁକ୍ରେନ ସୁରକ୍ଷାବଳର ଜେନେରାଲ ଷ୍ଟାଫ ରବିବାର ଏକ ଫେସବୁକ ପୋଷ୍ଟରେ କହିଛନ୍ତି, ରୁଷିଆ ସେନା ସ୍ଲୋବୋଦା, ଦୋନେତ୍ସକ ଓ ତୌରିଦ ଅଞ୍ଚଳରେ ଆଗକୁ ବଢିବାକୁ ଚେଷ୍ଟା କରୁଛନ୍ତି, ହେଲେ ୟୁକ୍ରେନ୍ ସେନା ସେମାନଙ୍କୁ ଅଟକାଉଛନ୍ତି ।
ସୂଚନାଯୋଗ୍ୟ, ଗତ ଏକ ମାସ ମଧ୍ୟରେ ରୁଷିଆ ସେନା ୟୁକ୍ରେନର କିଛି ଅଞ୍ଚଳ ନିଜ କବଜାକୁ ନେଇଥିବା ଦାବି କରୁଥିବା ବେଳେ ୟୁକ୍ରେନ ସେନା କିନ୍ତୁ ଏହି ଆକ୍ରମଣର ସାମ୍ନା କରି ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri