ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସ୍‌ରେ କ୍ରିୟାଂଶ ପାତ୍ର: ଛୁଟୁଛି ଶୁଭେଚ୍ଛାର ସୁଅ

କୃଷ୍ଣପ୍ରସାଦ,୨୪ା୪(କୈଳାସ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପାରିକୁଦଗଡ଼ର ୨ ବର୍ଷ ୪ ମାସର କ୍ରିୟାଂଶ ପାତ୍ର ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି। ଆଇବିଆର୍‌ ଆଚିଭର ପ୍ରତିଯୋଗିତାରେ କ୍ରିୟାଂଶ ୧୮ଟି ଫଳ, ୨୦ ପଶୁ, ୧୨ ପକ୍ଷୀ, ୧୨ ଶରୀର ଅଙ୍ଗ, ୧୫ ଯାନବାହନ, ୧୧ ରଙ୍ଗ, ୧୦ ଆକୃତି, ୧୨ଟି ପାରିବାରିକ ସମ୍ପର୍କ କହି ରେକର୍ଡ କରିଛନ୍ତି। ବାପା ସୌମ୍ୟଜିତ ପାତ୍ର ଏବଂ ପୂଜା ନାୟକଙ୍କ ପୁଅ କ୍ରିୟାଂଶଙ୍କ ଏହି ସଫଳତା ମହାପ୍ରଭୁ ଜଗନ୍ନାଥଙ୍କ କରୁଣାରୁ ହୋଇଥିବା କହିଛନ୍ତି। ଏନେଇ ମା’ ପୂଜା କୁହନ୍ତି, ପ୍ରତିଦିନ କ୍ରିୟାଂଶଙ୍କୁ ୧୫ରୁ ୨୦ ମିନିଟ୍‌ ବିଭିନ୍ନ ପ୍ରକାର ଫୁଲଫଳ, ପଶୁପକ୍ଷୀ ସହ ଅନ୍ୟାନ୍ୟ ବିଷୟରେ କହିଥାନ୍ତି। ପିଲାଟିଦିନରୁ କ୍ରିୟାଂଶ ମନେରଖିବା ଶକ୍ତି ରହିଥିବା ଜାଣିବାକୁ ପାଇଥିଲେ ବୋଲି ସେ କହିଛନ୍ତି। କ୍ରିୟାଂଶଙ୍କ ସଫଳତା ଖବର ପ୍ରଚାରିତ ହେବା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତାହେ ହେଲା କର୍ଲିପାର୍ଟ ଜଳ ଯୋଗାଣ ପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ

ଲୋଇସିଂହା,୨୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ନବଗଠିତ ଏନଏସି ଅଧୀନ କର୍ଲିପାର୍ଟ ଜଳ ଯୋଗାଣ ପ୍ରକଳ୍ପ ଗୋଟିଏ ସପ୍ତାହ ହେଲା ଅଚଳ ହୋଇପଡ଼ିଛି। ପ୍ରକଳ୍ପର କେବୁଲକୁ କେହି ଦୁର୍ବୃତ୍ତ…

ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ: ସ୍ଥାୟୀ ସମାଧାନ ଦାବି

ପଦ୍ମପୁର,୨୪ା୪ (ପ୍ରଦୀପ୍ତ ଦାଶ):ପଦ୍ମପୁରରେ ଚିରାଚରିତ ସମସ୍ୟାରେ ପରିଣତ ହୋଇସାରିଛି ପାନୀୟ ଜଳ ସମସ୍ୟା। ଦୀର୍ଘ ବର୍ଷ ଧରି ଏହି ସମସ୍ୟା ଲାଗି ରହିଥିବା ବେଳେ ଏହାର ସ୍ଥାୟୀ…

ଘରେ କେହି ନଥିବା ସୁଯୋଗ ନେଇ ଲୁଟିନେଲେ ଦୁର୍ବୃତ୍ତ, ୩ ଲକ୍ଷ ସହ ସୁନା ଗହଣା…

କଲ୍ୟାଣସିଂହପୁର,୨୪।୪(ଦୀପକ କୁମାର ପରିଡା): ରାୟଗଡା ଜିଲାରେ ଦିନକୁ ଦିନ ଚୋରି ଓ ଲୁଟ୍ ଘଟଣା ବୃଦ୍ଧି ପାଉଛି । କଲ୍ୟାଣସିଂହପୁର ବ୍ଲକର ଦାନୁ ସାହିରେ ଘରେ କେହି…

ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ: ଧାନ ସଂଗ୍ରହ କମିଟି ବୈଠକ ପୂର୍ବରୁ ଘଟିଲା..

ବରଗଡ,୨୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ରହିଛି। ତେବେ ଏହି ବୈଠକ ପୂର୍ବରୁ…

ଯୌତୁକ ପାଇଁ ହତ୍ୟା, ସ୍ତ୍ରୀର ପେଟକୁ ଗୋଇଠା ମାରି ଜୀବନ ନେଇଗଲେ ସ୍ବାମୀ

ମୋରଡ଼ା,୨୪।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଯୌତୁକ ଦାବିରେ ସ୍ତ୍ରୀଙ୍କ ପେଟକୁ ଗୋଇଠା ମାରି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଜନଗଣନାରେ ବାଧା ଦେଲେ ୩ ବର୍ଷ ଜେଲଦଣ୍ଡ: ଜାରି ହେଲା ଏସ୍‌ଓପି

ଭୁବନେଶ୍ୱର,୨୪।୪ (ରବିନାରାୟଣ ଜେନା):ରାଜ୍ୟରେ ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଜନଗଣନାକୁ କିଭଳି ଶୃଙ୍ଖଳିତ କରାଯିବ ସେନେଇ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ରାଜସ୍ବ ମନ୍ତ୍ରୀ…

ପ୍ରଥମେ ନର୍କ କହିଲେ ଏବେ ପ୍ରଶଂସା କଲେ, ଭାରତକୁ ସମାଲୋଚନା କରିବା ପରେ ନରମିଲା ଟ୍ରମ୍ପଙ୍କ ସ୍ବର

ଓ୍ବାଶିଂଟନ,୨୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କିଛି ରାଷ୍ଟ୍ରକୁ “ନର୍କଗହ୍ୱର” ବୋଲି ବର୍ଣ୍ଣନା କରିବା ନେଇ ଭାରତରେ ଏକ ବିବାଦ ଦେଖାଦେଇଛି । ଟ୍ରମ୍ପ ଏକ ବାର୍ତ୍ତାଳାପର ଏକ…

ବର୍ବରତା…ମାଆର ମୁଣ୍ଡ କାଟିଲେ; ବାପା-ଭଉଣୀଙ୍କୁ ଆକ୍ରମଣ କଲେ ଝିଅ, କଟା ମୁଣ୍ଡ ପାଖରେ ରାତିସାରା ଜଗି ବସିଲେ

ନୂଆଦିଲ୍ଲୀ,୨୪ା୪: ଆସାମର ପଶ୍ଚିମ କାର୍ବି ଆଙ୍ଗଲଙ୍ଗ ଜିଲାର ଡେରାମୁଖ ଲାଲୁଙ୍ଗ ଗାଁରୁ ଏକ ବିଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଏଠାରେ ଜଣେ ୧୯ ବର୍ଷୀୟା ଯୁବତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri