୨୧ରୁ ଆରମ୍ଭ ହେବ କୃଷି ମହାକୁମ୍ଭ, ସମ୍ମାନିତ ହେବେ ୨୦ ଅଧିକାରୀ

ଭୁବନେଶ୍ୱର,୧୯ା୧: ଆସନ୍ତା ୨୧ ତାରିଖଠାରୁ ଆରମ୍ଭ ହେବ ଓଡ଼ିଶାର କୃଷି ମହାକୁମ୍ଭ କୃଷି ଓଡ଼ିଶା-୨୦୨୬। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ଉଦ୍‌ଯାପନୀରେ ରାଜ୍ୟପାଳ କେ.ହରିବାବୁ କମ୍ଭମପତି ଯୋଗ ଦେବେ। ଏନେଇ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି।

ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଏହି କୃଷି ମହାକୁମ୍ଭ ଆୟୋଜନ କରାଯିବ। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ କୃଷି ଓଡ଼ିଶାରେ ଚଳିତ ବର୍ଷର ଥିମ୍‌ ରହିଛି ‘ଅନ୍ତର୍ଭୁକ୍ତିକରଣ ମାଧ୍ୟମରେ ସହନଶୀଳ କୃଷି’। ଏଥିରେ ରାଜ୍ୟର ୮୧୬୪ ମତ୍ସ୍ୟଚାଷୀ ଓ ପ୍ରାଣୀପାଳକ ଯୋଗ ଦେବେ। ପ୍ରତ୍ୟେକ ଉପଖଣ୍ଡରୁ ୬ ଜଣ, ମୋଟ୍‌ ୩୪୮ ଜଣ ସମ୍ବର୍ଦ୍ଧିତ ହେବା ସହ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ୨୦ ଅଧିକାରୀ ମଧ୍ୟ ସମ୍ମାନିତ ହେବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାନ ପରିବର୍ତ୍ତନ ମାମଲାରେ ବାଂଲାଦେଶକୁ ବଡ଼ ଝଟକା: ବିସିବିକୁ ଅଲ୍ଟିମେଟମ ଦେଲା ICC, ଜାନୁଆରୀ ୨୧ ସୁଦ୍ଧା…

ନୂଆଦିଲ୍ଲୀ,୧୯।୧: ଗତ ସପ୍ତାହରେ ICC ଅଧିକାରୀମାନେ BCB ସହିତ ୨୦୨୬ ଟି-୨୦ ବିଶ୍ୱକପ ପାଇଁ ସ୍ଥାନ ପରିବର୍ତ୍ତନ ବିଷୟରେ ଆଲୋଚନା କରିବା ପାଇଁ ବାଂଲାଦେଶ ଗସ୍ତ...

ଆଉ ଫେରିବି କି ନାହିଁ ଜାଣିନାହିଁ: ହଠାତ୍‌ ବ୍ରେକ୍‌ ନେଲେ ନେହା

ଗାୟିକା ନେହା କକ୍କର ନିଜ ସଙ୍ଗୀତ କ୍ୟାରିୟରରୁ ବ୍ରେକ୍‌ ନେଇଛନ୍ତି। ସେ ଇନଷ୍ଟାଗ୍ରାମରେ ଏନେଇ ସୂଚନା ଦେଇଛନ୍ତି। ନେହା ତାଙ୍କ ପୋଷ୍ଟରେ ଲେଖିଛନ୍ତି, ଦାୟିତ୍ୱ, ସମ୍ପର୍କ,...

UKGରେ ପଢୁଥିବା ପୁଅର ରେଜଲ୍ଟ ଦେଖି ବାପାଙ୍କୁ ହାର୍ଟଆଟାକ୍, ସ୍କୁଲରେ ଟଳି….

ନୂଆଦିଲ୍ଲୀ,୧୯।୧:  ୟୁକେଜିରେ ପଢୁଥିବା ପୁଅର ମାର୍କସିଟ୍ ଦେଖି ବାପାକୁ ହାର୍ଟଆଟାକ୍ ଆସିଛି । କଥାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସମ୍ପୁର୍ଣ୍ଣ ସତ୍ୟ । ଆସାମରୁ ସାମ୍ନାକୁ...

୩୨୬ ଜାତୀୟ ରାଜପଥରେ ହେଟା ବାଘକୁ ଧକ୍କା ଦେଲା ଅଜଣା ଗାଡି

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ଦିନକୁ ଦିନ ଜଙ୍ଗଲ କ୍ଷୟ ହେବା ଫଳରେ ବନ୍ୟଜନ୍ତୁ ସହରମୁଖୀ ହେବାରେ ଦେଖିବାକୁ ମିଳିଛି। ଏଭଳି ସ୍ଥଳେ ଏକ ମାଲକାନଗିରି ଜିଲା...

‘ଘୁମୁରା’ ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଜିଲା ପାଇଁ ଏତିକି କୋଟି ଟଙ୍କାର…

ଭବାନୀପାଟଣା,୧୯।୧(ଉତ୍ତମ କୁମାର ଦାଶ): କୃଷି କ୍ଷେତ୍ରରେ କଳାହାଣ୍ଡିକୁ ରାଜ୍ୟରେ ଏକ ନମ୍ବର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର ଭବାନୀପାଟଣା ଲାଲ...

ବନ୍ଧୁକ ଦେଖାଇ ବଡ଼ବିଲ ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ବଡ଼ବିଲ,୧୯।୧: କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ବ୍ୟାଙ୍କ ଅଫ ମହାରାଷ୍ଟ୍ର ଶାଖାରୁ ସୋମବାର ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ୱୃତ୍ତମାନେ ବ୍ୟାଙ୍କରେ ପଶି କର୍ମଚାରୀଙ୍କୁ ବନ୍ଧୁକ...

ଏଣିକି ବଲାଙ୍ଗୀରରେ କାମ କରିବା ମନା, କାହିଁକି ଏମିତି ନିଷ୍ପତ୍ତି ନେଲେ ଠିକାଦାର ସଂଘ, ଜାଣନ୍ତୁ…

ବଲାଙ୍ଗୀର,୧୯।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଠିକାଦାର ସଂଘ ପକ୍ଷରୁ ରବିବାର ସ୍ଥାନୀୟ ଖବରଦାତା ଭବନଠାରେ ଖବରଦାତା ସମ୍ମିଳନୀ କରାଯାଇଥିଲା। ବଲାଙ୍ଗୀର ଜିଲା ଭିତରେ...

କାଲିଠୁ ଡଲଫିନ ଗଣନା: ବନ୍ଦ ରହିବ ବୋଟ୍‌ ଚଳାଚଳ

ଭୁବନେଶ୍ୱର,୧୯।୧: ବାଲୁଗାଁ ବନ୍ୟପ୍ରାଣୀ ଡିଭିଜନ ଆନୁକୂଲ୍ୟରେ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଥିବା ବେଳେ ମଙ୍ଗଳବାରଠୁ ଡଲଫିନ ଗଣନା ଆରମ୍ଭ ହେବ। ଏହି ଗଣନା ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri