ସ୍ତ୍ରୀଙ୍କୁ ‘ବିରିୟାନୀ’ କହି ଟ୍ରୋଲ ହେଲେ କ୍ରିଷ୍ଣା

ବଦଳିଯାଇଛନ୍ତି କଶ୍ମୀରା ଶାହ। ନିଜର ବଡି ଟାନ୍ସଫର୍ମେଶନକୁ ନେଇ ସେ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଯେକେହି ତାଙ୍କ ଏବେର ଫଟୋକୁ ଦେଖି ଘଡ଼ିଏ ଚାହୁଁଛନ୍ତି। ସେଥିରୁ ବା ସ୍ବାମୀ କ୍ରିଷ୍ଣା ଅଭିଶେକ ବର୍ତ୍ତିବେ କିଭଳି। କଶ୍ମୀରାଙ୍କ ନୂଆ ବୋଲ୍ଡ ଲୁକ୍‌ ଦେଖି ସେ ଚକିତ ହୋଇଯାଇଥିଲେ। ଏପରିକି ସେ ତାଙ୍କୁ କଳା ରଙ୍ଗର ମୋନୋକିନୀରେ ଦେଖି ‘ବିରିୟାନୀ’ ବୋଲି କହିଦେଇଥିଲେ। ହେଲେ ପ୍ରଶଂସକଙ୍କୁ ଏହା ପସନ୍ଦ ଆସିଲା ନାହିଁ। ବିଶେଷକରି ମହିଳାମାନେ ଏହାକୁ ବିରୋଧ କରିଥିବା ଦେଖାଯାଇଛି।

କ୍ରିଷ୍ଣା ସ୍ତ୍ରୀଙ୍କ ପୋଷ୍ଟରେ ଲେଖିଥିଲେ, ଯେତେବେଳେ ଆପଣଙ୍କ ଘରେ ବିରିୟାନୀ ଅଛି, ସେତେବେଳେ ଆପଣ ବାହାରେ ଡାଲିଭାତ କାହିଁକି ଖାଇବେ? ତୁମର ଏଭଳି ରୂପକୁ ଦେଖି ଗର୍ବ ଲାଗୁଛି। ଏହି କମେଣ୍ଟ ଦେଖି ବ୍ୟବହାରକାରୀ ବିରୋଧ କରିବାରେ ଲାଗିଥିଲେ। ଏପରିକି ଓଲଟାସିଧା ପ୍ରତିକ୍ରିୟା ଦେଇଥିଲେ। କଶ୍ମୀରାଙ୍କୁ ଏହା ପସନ୍ଦ ଆସି ନ ଥିଲା। ଫଳରେ ସେ ଟ୍ରୋଲର୍ସଙ୍କୁ କଡ଼ା ଜବାବ ଦେଇଛନ୍ତି। ପୂର୍ବରୁ ତାଙ୍କୁ ମୋଟି କହୁଥିବା ଲୋକେ ଏବେ ମୋ ସ୍ବାମୀଙ୍କ କଥାକୁ ନେଇ କଟାକ୍ଷ କରୁଛନ୍ତି। ସେ ମୋତେ କିଛି ବି କହିବାର ଅଧିକାର ରହିଛି ବୋଲି ସେ ଶୁଣାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri