ଜୟଙ୍କ ପାଇଁ ମଇଦାନରେ କୃଷ୍ଣ ମହାପାତ୍ର:ଢ଼ୋଲକିଆଙ୍କୁ ଜିତାଇବାକୁ…

ନୂଆପଡ଼ା,୧ା୧୧(ମକାରୁ ବେମାଲ): ଖରିଆର ରୋଡ୍‌ ଏନ୍‌ଏସିର ୧୬ ଓ ୧୭ ନମ୍ବର ୱାର୍ଡରେ ପଦଯାତ୍ରା କରି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ଜିତେଇବା ପାଇଁ ଭୋଟରଙ୍କୁ ନିବେଦନ କରିଛନ୍ତି। ଏହି ଏନ୍‌ଏସିକୁ ଏକ ବିକଶିତ ସହରରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ସେଥିପାଇଁ ଏନ୍‌ଏସିବାସୀଙ୍କ ସମର୍ଥନ ସରକାରଙ୍କୁ ଦରକାର ବୋଲି ମନ୍ତ୍ରୀ ମହାପାତ୍ର କହିଛନ୍ତି। ଏହି ଅବସରରେ ସେ ଭାଜପା ପ୍ରାର୍ଥୀଙ୍କୁ ପଦ୍ମଫୁଲ ଚିହ୍ନରେ ବିପୁଳ ପରିମାଣରେ ଭୋଟ ଦେଇ ଜିତାଇ ଆଣିବାକୁ ଭୋଟରମାନଙ୍କୁ ନିବେଦନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀଙ୍କ ସହ ସାଂସଦ ସୁକାନ୍ତ ପାଣିଗ୍ରାହୀ ଓ ଖରିଆର ରୋଡ୍‌ ଏନ୍‌ଏସି ପୌରାଧ୍ୟକ୍ଷା ଡ. ସୋନିଆ ଜେନ ଘରଘର ବୁଲି ପ୍ରଚାର କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri