ରାଜ୍ୟ ଭାଜପା ଏସ୍‌ସ ମୋର୍ଚ୍ଚା ସମ୍ପାଦକ ହେଲେ କୃଷ୍ଣ ନାୟକ

ଛତ୍ରପୁର,୨୨।୨(ଡି.ଏନ୍‌.ଏ.): ରାଜ୍ୟ ଭାଜପା ଏସ୍‌ସି ମୋର୍ଚ୍ଚାର ସମ୍ପାଦକ ଭାବେ ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳର କୃଷ୍ଣ ଚନ୍ଦ୍ର ନାୟକ ନିଯୁକ୍ତ ହୋଇଛନ୍ତି । ଏ ନେଇ ସ୍ଥାନୀୟ ଅଳର ନେତା ଓ କର୍ମୀ ତାଙ୍କୁ ଶୁଭେଛା ଜଣାଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତତ୍ୱାବଧାନରେ ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ରାଜ୍ୟ ଏସସି ମୋର୍ଚ୍ଚାର ସଭାପତି ବିଭୁ ତରେଇଙ୍କ ସୁପାରିଶ କ୍ରମେ ତାଙ୍କୁ ଏହି ନିଯୁକ୍ତି ମିଳିଛି । ଏ ନେଇ କେନ୍ଦ୍ରମନ୍ତ୍ରୀ, ରାଜ୍ୟ ଭାଜପା ସଭାପତି, ରାଜ୍ୟ ଭାଜପା ଏସ୍‌ସି ମୋର୍ଚ୍ଚା ସଭାପତି, ଜିଲା ଭାଜପା ସଭାପତି ବିଭୁତି ଜେନା, ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ରଙ୍କ ସମେତ ରାଜ୍ୟ ନେତୃବୃନ୍ଦଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି । ଦଳ ର ସମସ୍ତ ଅଗ୍ରଗତି ପାଇଁ ସବୁ କାମ କରିବି ବୋଲି ସେ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri