Posted inଫୁରସତ

୧୧ ଥର ପରୀକ୍ଷା ଦେଇ ମାଟ୍ରିକ୍‌ ପାସ୍‌ କଲେ କୃଷ୍ଣ

ବିଡ୍‌: ମହାରାଷ୍ଟ୍ରର ବିଡ୍‌ ଜିଲା ପାର୍ଲୀ ସ୍ଥିତ ରତ୍ନେଶ୍ୱର ବିଦ୍ୟାଳୟର କୃଷ୍ଣ ନାମଦେବ ମୁଣ୍ଡେ ନାମକ ଜଣେ ଛାତ୍ର ଏକାଦଶତମ ପ୍ରୟାସରେ ଦଶମ ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଦାହରଣ ସୃଷ୍ଟି କରିଛନ୍ତି। ବହୁ ବର୍ଷର ଅକ୍ଳାନ୍ତ ପରିଶ୍ରମ ପରେ କୃଷ୍ଣଙ୍କର ଏହି ସଫଳତା କେବଳ ତାଙ୍କ ପରିବାର ନୁହେଁ ବରଂ ତାଙ୍କ ବନ୍ଧୁ, ପରିଜନ, ପଡ଼ୋଶୀଙ୍କୁ ପ୍ରେରଣା ଯୋଗାଇପାରିଛି। ତାଙ୍କର ଏହି ସଫଳତାରେ ଗ୍ରାମବାସୀ ଖୁସିରେ ବିଭୋର ହୋଇ ଏକ ବିଶାଳ ଶୋଭାଯାତ୍ରା ବାହାର କରିଥିଲେ। ୨୦୧୮ରୁ ୧୦ ଥର ନିରାଶାର ସମ୍ମୁଖୀନ ହୋଇଥିଲେ ମଧ୍ୟ କୃଷ୍ଣ କେବେ ହତାଶ ହୋଇ ନିଜ ସଂକଳ୍ପକୁ ଅଧାରେ ଛାଡ଼ିଦେଇ ନ ଥିଲେ। ଚଳିତ ବର୍ଷ ମହାରାଷ୍ଟ୍ରର ଦଶମ ବୋର୍ଡ ପରୀକ୍ଷାରେ ସେ କୃତକାର୍ଯ୍ୟ ହୋଇଛନ୍ତି। କଠିନ ପରିଶ୍ରମ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ଯେକୌଣସି ଆହ୍ବାନକୁ ସାମ୍‌ନା କରାଯାଇପାରେ, ଏହା ସେ ପ୍ରମାଣ କରି ଦେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri