କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲଙ୍କୁ ପଦ୍ମଶ୍ରୀ

ଭୁବନେଶ୍ୱର,୫।୪(ବ୍ୟୁରୋ): ପଦ୍ମ ସମ୍ମାନରେ ସମ୍ମାନିତ ହେଲେ ଲୋକପ୍ରିୟ କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ। ରଙ୍ଗବତୀ ଗୀତର ମୂଳ ଗାୟିକା କ୍ରିଷ୍ଣା ପଟେଲଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି।