ଗର୍ଲଫ୍ରେଣ୍ଡଙ୍କୁ ବିବାହ କରିବେ ଏହି ହଲିଉଡ ଅଭିନେତ୍ରୀ

ଲଣ୍ଡନ: ହଲିଉଡର ପ୍ରସିଦ୍ଧ ଅଭିନେତ୍ରୀ କ୍ରିଷ୍ଟେନ ଷ୍ଟିଓ୍ବାର୍ଟ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ସେ ତାଙ୍କ ଗର୍ଲଫ୍ରେଣ୍ଡ ଡାୟଲନ ମେୟରଙ୍କୁ ବିବାହ କରିବେ। ତେବେ ଏମିତି ଘୋଷଣା କରି ନିକଟରେ ସମସ୍ତଙ୍କୁ ଚକିତ କରିଛନ୍ତି କ୍ରିଷ୍ଟେନ।

ଦୁଇ ବର୍ଷ ଧରି ଦୁହେଁ ଦୁହିଁଙ୍କୁ ଡେଟ୍‌ କରୁଥିଲେ। ହାୱର୍ଡ ଷ୍ଟର୍ଣ୍ଣ ଶୋ’ ସମୟରେ ଏ ନେଇ କ୍ରିଷ୍ଟେନ ଖୁଲସା କରିଛନ୍ତି । ଏଥିସହ ସେ ସମଲିଙ୍ଗି ବା ଲେସବିଆନ ବୋଲି ମଧ୍ୟ ଜଣାଇ ଦେଇଛନ୍ତି ।
ଡାଇଲନ୍‌ ବିବାହ ପାଇଁ ପ୍ରସ୍ତାବ ଦେଇଥିଲେ ବୋଲି କ୍ରିଷ୍ଟେନ ପ୍ରକାଶ କରିଛନ୍ତି। କ୍ରିଷ୍ଟେନ ଯାହାଙ୍କୁ ବିବାହ କରିବାକୁ ଯାଉଛନ୍ତି ସେ ଜଣେ ଅଭିନେତ୍ରୀ ଓ ଲେଖିକା । ଦୁହିଁଙ୍କ ମଧ୍ୟରେ ପ୍ରଥମେ ବନ୍ଧୁତା ପରେ ସେମାନଙ୍କ ଭିତରେ ପ୍ରେମ ହୋଇଥିଲା। ଆଉ ତାପରେ ଦୁହେଁ ବିବାହ କରି ସାରା ଜୀବନ ସାଥି ହୋଇ ରହିବା ପାଇଁ ନିଷ୍ପତି ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri