ପୁଣି ଏକାଠି ନଜର ଆସିବେ କ୍ରିତି ଓ କାର୍ତ୍ତିକ

ମୁମ୍ବାଇ: ନିକଟରେ କ୍ରିତି ସାନନ୍‌ଙ୍କ ‘ମିମି’, ‘ହମ୍‌ ଦୋ ହମାରେ ଦୋ’ ଫିଲ୍ମକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ଏବେ ପୁଣି ଥରେ କାର୍ତ୍ତିକ ଆର୍ୟନଙ୍କ ସହ ଆଗାମୀ ଫିଲ୍ମକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଏ ନେଇ ଉଭୟ କଳାକାର ଇନଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। ଆଗାମୀ ଫିଲ୍ମ ‘ଶେହେଜାଦ’ରେ ଦୁଇ ଜଣ ଦର୍ଶକଙ୍କ ସାମ୍ନାକୁ ଆସିବେ। ପୂର୍ବରୁ ୨୦୨୯ରେ ଦୁହିଁଙ୍କୁ ‘ଲୁକା ଛୁପି’ ଫିଲ୍ମରେ ଦେଖିବାକୁ ମିଳିଥିଲା। ଶେହେଜାଦ୍‌ ଫିଲ୍ମର ନିର୍ଦ୍ଦେଶନା ଦେବେ ରୋହିତ ଗାନ୍ଧୀ। ୨୦୨୨ ନଭେମ୍ବର ୪ରେ ଏହି ଫିଲ୍ମ ମୁକ୍ତିଲାଭ କରିବ। ଫିଲ୍ମଟି ଅଲ୍ଲୁ ଅର୍ଜୁନଙ୍କ ଅଭିନୀତ ‘ଆଲ୍ଲା ବୈକୁଣ୍ଠପୁରାମୁଲୋ’ରୁ ରିମେକ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri