ଦୀପାବଳିରେ ଆସୁଛନ୍ତି କ୍ରିତି ଓ ରାଜକୁମାର

ନୂଆଦିଲ୍ଲୀ: ଫିଲ୍ମ ମିମିର ସଫଳତା ପରେ ରାଜକୁମାରଙ୍କ ସହ ଦର୍ଶକଙ୍କ ସାମ୍ନାକୁ ଆସିବେ କ୍ରିତି ସାନନ୍‌। ‘ହମ୍‌ ଦୋ ହମାରେ ଦୋ’ ଫିଲ୍ମର ୫୦ ସେକେଣ୍ଡର ଏକ ଟିଜର ବୁଧବାର ରିଲିଜ ହୋଇଛି । ଚଳିତ ମାସ ୨୯ତାରିଖ ତଥା ଦୀପାବଳି ଛୁଟିରେ ରିଲିଜ ହେବ ବୋଲି ସୂଚନା ଦେଇଛନ୍ତି ଫିଲ୍ମ ନିର୍ମାତା। ନିର୍ଦ୍ଦେଶନା ଦେଇଛନ୍ତି ଅଭିଷେକ ଜୈନ।
ଏହି ଫିଲ୍ମଟି ପାରିବାରିକ ଭଲପାଇବାକୁ ନେଇ ତିଆରି ହୋଇଛି। କ୍ରିତି ଓ ରାଜକୁମାର ଏହି ଫିଲ୍ମର ପୋଷ୍ଟରକୁ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି। ତେବେ ଫିଲ୍ମ ଡିଜନୀ ପ୍ଲସ୍‌ ଓ ହଟଷ୍ଟାରରେ ମୁକ୍ତିଲାଭ କରିବ। ପରେଶ ରାୱଲ,ରତ୍ନା ପାଠକ ଓ ଅପାରଶକ୍ତି ଖୁରାନା ଆଦି ପ୍ରମୁଖ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ କେମିତି ବଞ୍ଚିବି…. କୋରାପୁଟ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ରୋଚକ ଦୃଶ୍ୟ, ଭୋ ଭୋ ହୋଇ କାନ୍ଦିଲେ ଯୁବତୀ

କୋରାପୁଟ,୨୬।୫(ଅମିତାଭ ବେହେରା ): କୋରାପୁଟ ଜିଲାପାଳଙ୍କ ମିଳିତ ଅଭିଯୋଗ ଓ ଜନ ଶୁଣାଣି ଶିବିରରେ ଜଣେ ମହିଳା କାନ୍ଦି କାନ୍ଦି ନିଜ ଅଭିଯୋଗ ଜଣାଇଛନ୍ତି । କୋରାପୁଟ…

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ମଦନପୁର ରାମପୁର…

ରାସ୍ତାରେ ବୋହୁଛି ଡ୍ରେନ ପାଣି, ଦୁର୍ଗନ୍ଧରେ ଫାଟି ପଡୁଛି ପାଡୁଆ ବଜାର

ନନ୍ଦପୁର/ ପାଡୁଆ,୨୬।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ):  କୋରାପୁଟ ଜିଲା ନନ୍ଦପୁର ବ୍ଲକର ବ୍ୟବସାୟିକ କେନ୍ଦ୍ରସ୍ଥଳୀ ଭାବେ ପରିଚିତ ପାଡୁଆ ବଜାର ଦୁର୍ଗନ୍ଧରେ ଫାଟି ପଡୁଛି । ରାସ୍ତାର…

କଳାହାଣ୍ଡିରୁ ଆସିଲା ଦୁଃଖଦ ଘଟଣା: ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ଜୀବନ ଗଲା

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ.ରାମପୁର ଥାନା ଅନ୍ତର୍ଗତ ଗୌଡ଼ କର୍ଲାଖୁଣ୍ଟା ଗ୍ରାମରୁ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପାଇଖାନା ଟାଙ୍କିର…

ଝିଅଙ୍କ ବିବାହକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ସୋମବାର, ସୁପ୍ରିମକୋର୍ଟ ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। କୋର୍ଟ ଗୁରୁତ୍ୱାରୋପ କରିଛନ୍ତି ଯେ ଝିଅର…

ଯେମିତି କହିଲେ ସେମିତି କଲେ: ଭାଜପାରେ ଯୋଗଦେଲେ ଦେବାଶିଷ

ଭୁବନେଶ୍ୱର,୨୬।୫:ବରିଷ୍ଠ ରାଜନେତା ଦେବାଶିଷ ସାମନ୍ତରାୟ ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ଦିଲ୍ଲୀରେ କେନ୍ଦ୍ରୀୟ ନେତାଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ…

ଏହି ୨ ଗୋଟି ସ୍ଥାନରେ ରାସ୍ତାର ନବୀକରଣ, ପ୍ରଶସ୍ତିକରଣ ପାଇଁ ଶିଳାନ୍ୟାଶ କଲେ ବିଧାୟକ ହିମାଂଶୁ ଶେଖର, ୪ କୋଟି ଟଙ୍କା ବ୍ୟୟ ଅଟକଳରେ…

ଧର୍ମଶାଳା,୨୬।୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ରାସ୍ତା ଉନ୍ନତିକରଣ ଓ ପ୍ରଶସ୍ତିକରଣ ପାଇଁ ଧର୍ମଶାଳା ବିଧାୟକଙ୍କ ମାରାଥନ ଶିଳାନ୍ୟାଶ ଜାରିରହିଛି ।…

ଗଙ୍ଗା ଦଶହରାରେ କମିଲା ସୁନା-ରୂପା ଦର, ଏକାଥରେ ୪ହଜାର…..

ନୂଆଦିଲ୍ଲୀ,୨୬।୫: ସୁନା ଏବଂ ରୂପା ମୂଲ୍ୟରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଥିଲା। ରୂପା ମୂଲ୍ୟ ୪,୩୦୦ଟଙ୍କାରୁ ଅଧିକ ହ୍ରାସ ପାଇଛି । ସୁନା ମଧ୍ୟ ପ୍ରାୟ ୯୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri