ଭାବୁକ ହୋଇଗଲେ କ୍ରିତି

ପାଖାପାଖି ୧୫ ବର୍ଷ ପରେ ନିଜ ସ୍କୁଲକୁ ଯାଇ ଭାବୁକ ହୋଇପଡ଼ିଛନ୍ତି ବଲିଉଡ୍‌ ଅଭିନେତ୍ରୀ କ୍ରିତି ସାନନ। ହିନ୍ଦୀ ଫିଲ୍ମ ‘ଭେଡିଆ’ ନିକଟରେ ମୁକ୍ତିଲାଭ କରିଥିବାବେଳେ ଏହାର ପ୍ରମୋଶନ୍‌ରେ ବ୍ୟସ୍ତ କ୍ରିତି ଓ ନାୟକ ବରୁଣ ଧଓ୍ବନ। ଦିଲ୍ଲୀରେ ବର୍ତ୍ତମାନ ଫିଲ୍ମର ପ୍ରମୋଶନ୍‌ ଚାଲିଥିବାବେଳେ କ୍ରିତିଙ୍କୁ ତାଙ୍କ ସ୍କୁଲ ଡିପିଏସ୍‌ ଆର୍‌.କେ ପୁରାମ ଯିବାର ସୁଯୋଗ ମିଳିଥିଲା। ଏଥିସହ କ୍ରିତି ପୁରୁଣା ସ୍ମୃତି ସବୁ ମନେପକାଇବା ସହ ସେ ଇମୋଶନାଲ ହୋଇପଡ଼ିଥିଲେ। ଏ ନେଇ କ୍ରିତି ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଯେଉଁଥିରେ ସେ ୧୫ ବର୍ଷ ପରେ ନିଜ ସ୍କୁଲକୁ ଯାଇଥିବା କହିଛନ୍ତି। ପ୍ରେକ୍ଷାଳୟରେ ଭେଡିଆକୁ ଦର୍ଶକଙ୍କ ଖୁବ୍‌ ଭଲପାଇବା ମିଳୁଥିବାର ଦେଖାଯାଉଛି। ସେହିପରି ଆଗାମୀ ଦିନରେ କ୍ରିତିଙ୍କ ଅଭିନୀତ ‘ଶେହଜାହା’ ରିଲିଜ୍‌ ହେବ। ନିକଟରେ ଏହାର ଟିଜର ଆଉଟ୍‌ ହୋଇଛି। ଫିଲ୍ମରେ କ୍ରିତିଙ୍କ ସହ ସ୍କ୍ରିନ୍‌ ଶେୟାର କରିଛନ୍ତି କାର୍ତ୍ତିକ ଆର୍ଯ୍ୟାନ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri