Advertisement

ହଲ୍‌ ଛାତରେ ନାଚିଲେ କ୍ରିତି

ମୁମ୍ବାଇ: ନିଜର ଅପ୍‌କମିଂ ଫିଲ୍ମ ‘ଭେଡିଆ’ର ପ୍ରମୋଶନ୍‌ରେ ଏବେ ବ୍ୟସ୍ତ ବଲିଉଡ୍‌ ଅଭିନେତ୍ରୀ କ୍ରିତି ସାନନ୍‌। ଶୁକ୍ରବାର ଫିଲ୍ମର ପ୍ରମୋଶନ୍‌ କରିବା ସମୟରେ କ୍ରିତି ମୁମ୍ବାଇର ଗେଟି ଗାଲାକ୍ସି ଥିଏଟର ଛାତ ଉପରେ ନାଚୁଥିବାର ଦେଖିବାକୁ ମିଳିଛି। ତେବେ ଖାଲି କ୍ରିତି ନୁହେଁ ଫିଲ୍ମର ଅଭିନେତା ବରୁଣ ଧଓ୍ବନ ମଧ୍ୟ କ୍ରିତିଙ୍କ ସହ ତାଳ ମିଶାଇ ନାଚୁଥିବାର ଦେଖିବାକୁ ମିଳିଛି। ଫିଲ୍ମର ଗୀତ ‘ଠୁମ୍‌କେଶ୍ୱରୀ’ରେ ଦୁହେଁ ନାଚୁଥିବାବେଳେ ସେମାନଙ୍କ ନାଚ ଦେଖିବା ପାଇଁ ଥିଏଟର ବାହାରେ ଅନେକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଏହା ଏକ ହରର-କମେଡି ଫିଲ୍ମ ହୋଇଥିବାବେଳେ ଅମର କୌଶିକ ଏହାର ନିର୍ଦ୍ଦେଶନା ଦେଇଛନ୍ତି। ଫିଲ୍ମରେ ଉନ୍ନତମାନର ଭିଏଫ୍‌ଏକ୍ସର ବ୍ୟବହାର କରାଯାଇଥିବାବେଳେ ଦର୍ଶକ ଫିଲ୍ମକୁ ପସନ୍ଦ କରିବେ ବୋଲି ନିର୍ଦ୍ଦେଶକଙ୍କ ଆଶା ରହିଥିବା ସେ କହିଛନ୍ତି। ନଭେମ୍ବର ୨୫ରେ ଫିଲ୍ମଟି ପ୍ରେକ୍ଷାଳୟକୁ ଓହ୍ଲାଇବାକୁ ଥିବାବେଳେ ଏହା ହିନ୍ଦୀ, ତେଲୁଗୁ ଓ ତାମିଲ ଭାଷାରେ ମୁକ୍ତିଲାଭ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଥର ବିବାହ କରିବେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ ନାୟିକା କ୍ୟାଟ୍ରିନା କୈଫ ଓ ନାୟକ ଭିକ୍କି କୌଶଲଙ୍କ ବିବାହ ସମୟ ଧୀରେ ଧୀରେ ନିକଟତର ହୋଇଛି । ଆଉ ମାତ୍ର ଗୋଟିଏ...

ଦ୍ୱିତୀୟ ବିବାହ କରିବେ ଅନୁପମା

ବମ୍ବେ: ଦ୍ୱିତୀୟ ବିବାହ କରିବେ ଅନୁପମା। ଖୁବ୍‌ଶୀଘ୍ର ଧାରାବାହିକରେ ଦେଖିବାକୁ ମିଳିବ ଅନେକ ଟୁଇଷ୍ଟ ଆଣ୍ଡ ଟର୍ନ। ଏବେ ଅନୁପମା ଶାଶୁଘର ଛାଡ଼ି ଚାଲିଯାଇଥିବା ବେଳେ...

ପୂର୍ବରୁ ବିଗ୍‌ ବିଙ୍କୁ ବି ଆସିଥିଲା ଏମିତି ଧମକ, ସୁରକ୍ଷାକୁ ବଢ଼ାଇଦେଇଥିଲା ପୋଲିସ

ଚଳଚ୍ଚିତ୍ର ତାରକାମାନଙ୍କ ସୁରକ୍ଷା ପାଇଁ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବା କିମ୍ବା ସର୍ବୋତ୍ତମ ଅଙ୍ଗରକ୍ଷୀ ନିଯୁକ୍ତି କରିବା ବଡ଼ କଥା ନୁହେଁ। ଏପରି...

ଶେଷଥର ପାଇଁ କେବେ ହ୍ବାଟ୍‌ସଆପ୍‌ ଦେଖିଥିଲେ ସୁଶାନ୍ତ

ବହୁତ କମ ଦିନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମାତ୍ର ୩୪ ବର୍ଷ...

ନୀତିଙ୍କ ପରେ ଏବେ ଅକାଶା

ବମ୍ବେ: ଜଣେ ମଡେଲରୁ ସେଲିବ୍ରିଟି ପାଲଟିଥିବା ପ୍ରତୀକ ସେହଜପାଲ ଆଜିକାଲି ରହୁଛନ୍ତି ଚର୍ଚ୍ଚାରେ। ନିଜର ଫିଟ୍‌ନେସ୍‌ ସାଙ୍ଗକୁ ବ୍ୟକ୍ତିତ୍ୱକୁ ନେଇ ପ୍ରଶଂସକଙ୍କ ହୃଦୟ ଜିତିବା ପରେ...

ବଲିଉଡ୍‌ରେ ଡେବ୍ୟୁ କରିବେ ସୁସ୍ମିତାଙ୍କ ଝିଅ ରିନି

ମୁମ୍ବାଇ: ଗତବର୍ଷ ଓ ଚଳିତ ବର୍ଷ ବଲିଉଡ୍‌ରେ କେତେଜଣ ଷ୍ଟାର କିଡ୍ସ ଡେବ୍ୟୁ କରିଥିବା ବେଳେ ଏବେ ଏହି କ୍ରମରେ ସାମିଲ ହେବାକୁ ଯାଉଛନ୍ତି ବଲିଉଡ୍...

ବଡ଼ ହୋଇଯାଇଛନ୍ତି କାଜଲ ଓ ଶାହାରୁଖ୍‌ଙ୍କ ଏହି ପୁଅ: ଚିହ୍ନି ପାରୁ ନାହାନ୍ତି ଲୋକେ

କେତେକ ବଲିଉଡ ଅଭିନେତା ଅଛନ୍ତି, ଯେଉଁମାନେ ଶିଶୁ କଳାକାର ଭାବରେ ଅନେକ ସୁନାମ ଅର୍ଜନ କରିଛନ୍ତି। ତାଙ୍କର ଅଭିନୟକୁ ସର୍ବଦା ଦର୍ଶକମାନେ ପସନ୍ଦ କରୁଥିଲେ, କିନ୍ତୁ...

ଇନ୍‌ଷ୍ଟା ଡିପିରୁ ରଣବୀରଙ୍କ ସହ ଫଟୋ ହଟାଇଲେ ଆଲିଆ

ଅଭିନେତ୍ରୀ ଆଲିଆ ଭଟ୍ଟ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ପ୍ରଶଂସକଙ୍କ ସହ ସେ ଗର୍ଭବତୀ ଥିବା ଖବର ଶେୟାର କରିବା ପରେ ତାଙ୍କୁ ଏବେ ଚାରିଆଡୁ ଶୁଭେଚ୍ଛା...

Advertisement
Archives

Model This Week