କ୍ରିତି ସାନନଙ୍କୁ ପ୍ରଶଂସା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କ୍ରିତି ସାନନ କେବଳ ଜଣେ ଭଲ ଅଭିନେତ୍ରୀ ନୁହେଁ ବରଂ ଜଣେ ଭଲ ମଣିଷ । ନିଜର ଦୃଢ ମନୋବଳ ଓ ପରିଶ୍ରମ ଯୋଗୁ ସେ ଆଜି ଅଭିନୟ ଜଗତରେ ନିଜ ପାଇଁ ତିଆରି କରିପାରିଛନ୍ତି ଏକ ସ୍ୱତନ୍ତ୍ର ସ୍ଥାନ । ନିକଟରେ ସୋସିଆଲ ମିଡିଆରେ କ୍ରିତିଙ୍କର ଏକ ଭିଡିଓ ଭାଇରାଲ ହୋଇଛି । ଯାହାକୁ ଦେଖି ସମସ୍ତେ ଖୁବ୍ ପ୍ରଶଂସା କରିଛନ୍ତି । ଉକ୍ତ ଭିଡିଓରେ ଦେଖାଯାଇଛି କ୍ରିତି ଶୁଟିଂ ସେଟରୁ ଫେରିବା ସମୟରେ ଗଳିରେ ବୁଲୁଥିବା ବୁଲା କୁକୁରଙ୍କୁ ଖାଦ୍ୟ ଓ ପାଣି ଦେଉଛନ୍ତି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ କ୍ରିତିଙ୍କର ଏଭଳି କାମକୁ ସମସ୍ତେ ଖୁବ୍ ପ୍ରଶଂସା କରିଛନ୍ତି । ଆଉ ଏହି ଭିଡିଓରେ ଭିନ୍ନ ଭିନ୍ନ ପ୍ରକାରର କମେଣ୍ଟ କରି ଅଭିନେତ୍ରୀଙ୍କ କାମକୁ ଅନେକ ପ୍ରଶଂସା କରିଛନ୍ତି । ଏବେ କ୍ରିତି ତାଙ୍କ ଅଗାମୀ ଫିଲ୍ମ ଆଦିପୁରୁଷ, ଶହଜାଦା, ଭେଡିୟା ଓ ଗଣପତ ପାଇଁ ଖୁବ୍ ବ୍ୟସ୍ତ ଅଛନ୍ତି । ଶେଷଥର ପାଇଁ ସେ ବଚ୍ଚନ ପାଣ୍ଡେରେ ଦେଖା ଦେଇଥିବା ବେଳେ ଏହା ବକ୍ସ ଅଫିସରେ ଫ୍ଲପ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri