ଦୋଛକିରେ କ୍ରିତି

କ୍ରିତି ସାନନ ଏବେ ଦୋଛକିରେ ପଡ଼ିଯାଇଛନ୍ତି। କାରଣ ତାଙ୍କୁ ମିଳିଥିବା ଏକ ନୂଆ ଅଫରରେ ସେ ଦୁଇଟି ଭୂମିକାରେ ଅଭିନୟ କରିବେ। ସେଥିରେ ପୁଣି ଗୋଟିଏ ଭୂମିକା ଦିବ୍ୟାଙ୍ଗ। ତେଣୁ ଏଭଳି ଭୂମିକା ଦ୍ୱୟକୁ କିପରି ତୁଲାଇବେ ସେ ନେଇ ଅଡୁଆରେ ପଡ଼ିଯାଇଛନ୍ତି। ”ମୋତେ ଯେତେବେଳେ ଏହି ଅଫର ମିଳିଳା ଏବଂ ନିଜ ଭୂମିକା ବିଷୟରେ ପ୍ରଯୋଜକ ମୋତେ ଅବଗତ କଲେ, ଏ ନେଇ କି ନିଷ୍ପତ୍ତି ନେବି ଅଡୁଆରେ ପଡ଼ିଯାଇଥିଲି। ତଥାପି ଏଥିପାଇଁ ପ୍ରଯୋଜକ ମୋତେ ଦୁଇ ସପ୍ତାହ ସମୟ ଦେଇଛନ୍ତି। ଭୂମିକା ଦ୍ୱୟକୁ ତୁଲାଇବା ଏତେ ସହଜ ନୁହେଁ। ତଥାପି ଭାବୁଛି ଯଦି ମୁଁ ରିସ୍କ ନିଏ, ତେବେ ସଫଳ ହେବି। ହେଲେ ଏ ନେଇ ମାନସିକ ସ୍ତରରେ ମୋତେ ପ୍ରସ୍ତୁତ ହେବାକୁ ପଡ଼ିବ ବୋଲି କହିଛନ୍ତି କ୍ରିତି।“ ଏହି ଅଫରକୁ ବାଦ୍‌ ଦେଲେ ଆଉ ଦୁଇଟି ସିନେମାରେ ଅଭିନୟ କରିବାକୁ କଥାବାର୍ତ୍ତା ଚାଲିଛି ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଡିସିପିଙ୍କ ବଡ଼ ବୟାନ, ଯାଞ୍ଚ କରାଯିବ….

କଟକ,୬ା୭:  ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ବଡ଼ ପ୍ରତିକ୍ରିୟା ଦେଇଛନ୍ତି । ୨ ଆଇଆଇସି, ଜଣେ ଏସ୍‌ପି,…

ଜୀବିକାରେ ବାଧକ ସାଜିଛି ଲଘୁଚାପ ବର୍ଷା, ସମୁଦ୍ରରୁ କୂଳକୁ ଫେରୁଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୬ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଓଡ଼ିଶା ଉପକୂଳରେ ଭୀଷଣ ବର୍ଷା…

ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକରେ ଗୁରୁତ୍ବପୂର୍ଣ୍ଣ ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ, କର୍ଡନ ପାସକୁ ନେଇ କଡ଼ା ନିର୍ଦ୍ଦେଶ

ଭୁବନେଶ୍ବର,୬।୭: ପାଖେଇ ଆସୁଛି ରଥଯାତ୍ରା । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ରଥଯାତ୍ରା ସମୀକ୍ଷା ବୈଠକ କରିଛନ୍ତି ।  କର୍ଡନ ପାସ୍ ଉପରେ…

ପ୍ରଥମେ ଝଗଡ଼ା, ଆଉ ଏବେ ଟ୍ରମ୍ପ ମେଲୋନି ନିଜକୁ ପ୍ରଶଂସା କରୁଥିବାର ଏକ ଫଟୋ ଶେୟାର କରିଛନ୍ତି, ଇଟାଲୀୟ ପ୍ରଧାନମନ୍ତ୍ରୀ କ୍ୟାପସନ ଦେଖିଲେ…

ଓ୍ବାଶିଂଟନ,୬।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିୟା ମେଲୋନିଙ୍କୁ ଟାର୍ଗେଟ କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ ସୋସିଆଲରେ…

NATO ସମିଟ୍ ପୂର୍ବରୁ ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ, ୮ ମୃତ

ମସ୍କୋ,୬।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପରେ ଉପସାଗରୀୟ ଅଞ୍ଚଳରେ ଶାନ୍ତିପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଥିଲେ ମଧ୍ୟ, ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାରି…

କେଉଁଠି ଲୁଚିଛନ୍ତି ମୋଜତାବା ଖାମେନେଇ? ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ; ପୂର୍ବତନ ସର୍ବୋଚ୍ଚ ନେତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେଲେ ଅନ୍ୟ ତିନି ପୁଅ

ତେହରାନ,୬।୭: ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର ଇରାନରେ ଚାଲିଛି। ତାଙ୍କୁ ଜୁଲାଇ ୯ରେ କବର ଦିଆଯିବାର କାର୍ଯ୍ୟକ୍ରମ ରହିଛି, ତାଙ୍କ ଅସ୍ଥିକୁ ସାଧାରଣ…

ରାଇକିଆ ବ୍ଲକରେ ଲଗାଣ ବର୍ଷା; ପାଞ୍ଚ ଦିନ ହେଲା ଶିକ୍ଷାଦାନ ବନ୍ଦ, ବିଦ୍ୟୁତ-ମୋବାଇଲ୍ ସେବା ବାଧାପ୍ରାପ୍ତ

ରାଇକିଆ,୬ା୭(ପ୍ରଦୀପ ବେହେରା): ଗତ ପାଞ୍ଚ ଦିନ ହେଲା କନ୍ଧମାଳ ଜିଲାରେ ଅବିଶ୍ରାନ୍ତ ବର୍ଷା ବେହାଲ କରିଛି । ଏହାର ପ୍ରଭାବ ରାଇକିଆ ବ୍ଲକରେ ମଧ୍ୟ ଦେଖିବାକୁ ମିଳିଛି…

ସାର ପକାଇବାବେଳେ ଜମିରେ ହଠାତ୍‌ ହୋଇଗଲା ୧୦ ଫୁଟର ଦୁଇଟି ଗାତ, ଭୟରେ ଅଞ୍ଚଳବାସୀ

ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ ଆମ୍ବଦଳା କୋଡ୍ରିଗୁଡ଼ା ଗାଁରେ ରବିବାର ଲୋକେ ଚାଷ ଜମିରେ ସାର ପକାଉଥିବା ବେଳେ ହଠାତ୍‌ ଶବ୍ଦ କରି ମାଟି ଧସିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri