ଅସୁସ୍ଥ ଅଛନ୍ତି କ୍ରିତି

ମୁମ୍ବାଇ: ବଲିଉଡ୍ ନାୟିକା କ୍ରିତି ଖରବନ୍ଦା ଏବେ ଅସୁସ୍ଥ ଥିବା ଜଣାପଡିଛି । ଅବଶ୍ୟ ଏକଥା ସେ ନିଜେ ଜଣାଇଛନ୍ତି । ଏଥିପାଇଁ ସେ ସୋସିଆଲ ମିଡିଆର ସାହାରା ନେଇଛନ୍ତି । ନିକଟରେ ସେ ଏକ ଫଟୋ ପୋଷ୍ଟ କରି ଲେଖିଛନ୍ତି ତାଙ୍କୁ ମ୍ୟାଲେରିଆ ହୋଇଛି ବୋଲି । ଆଉ ଏହା ହେଉଛି ତାଙ୍କ ମ୍ୟାଲେରିଆ ସମୟର ଫଟୋ । ତେବେ ଏହାକୁ ନେଇ ତାଙ୍କ ପ୍ରଶଂସକ ବ୍ୟସ୍ତ ହେବା ଦରକାର ନାହିଁ । କାରଣ ଏବେ ସେ ସାମାନ୍ୟ ସୁସ୍ଥ ଅନୁଭବ କରୁଛନ୍ତି ଆଉ ଦିନେ ଦୁଇଦିନ ପରେ ସେ ସୁସ୍ଥ ହୋଇଯିବେ ବୋଲି ଆଶା ବି ରଖିଛନ୍ତି । ତେବେ କ୍ରିତିଙ୍କ ଅସୁସ୍ଥତା ସମ୍ପର୍କରେ ଜାଣିବା ପରେ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହାସହ ନିଜର ଯତ୍ନ ନେବାକୁ ମଧ୍ୟ କମେଣ୍ଟସ୍‌ରେ ଲେଖିଛନ୍ତି । ମ୍ୟାଲେରିଆ ଯୋଗୁ ଘରେ ବସି ବସି ସେ ବୋର ହୋଇଯିବା ଲେଖିବା ସହ ତାଙ୍କୁ ମିମସ୍ ପଠାଇବାକୁ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ମ୍ୟାଲେରିଆ ମୋତେ ଧୈର୍ଯ୍ୟ ଓ ନିଜକୁ ଭଲପାଇବା ଶିଖାଇଦେଲା । ତେଣୁ ମୁଁ ଖୁବ୍‌ଶୀଘ୍ର ସୁସ୍ଥ ହୋଇଯିବି । ସୁସ୍ଥ ହେବା ପରେ ସେ ଖୁବ୍‌ଶୀଘ୍ର କାମରେ ଯୋଗ ଦେବେ ବୋଲି ମଧ୍ୟ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri