ଏତିକି ଟଙ୍କା ଦେଇ କାର୍‌ କିଣିଲେ କ୍ରିତି: ଏପର୍ଯ୍ୟନ୍ତ କୌଣସି ଅଭିନେତ୍ରୀଙ୍କ ପାଖରେ ନାହିଁ ସେମିତି କାର୍‌

ବଲିଉଡର ଅଭିନେତ୍ରୀ କ୍ରିତି ସାନନ ନିକଟରେ ମର୍ସିଡିଜ-ବେଞ୍ଜ ମେବ୍ୟାକ ଜିଏଲଏସ୍‌ ୬୦୦ ବିଳାସପୂର୍ଣ୍ଣ କାର କିଣିଛନ୍ତି। ଏହି କାର୍‌ର ମୂଲ୍ୟ ୨.୪୩ କୋଟି ଟଙ୍କା। ନିକଟରେ କ୍ରିତି ସାନନଙ୍କୁ ତାଙ୍କ ନୂଆ କାରରେ ମୁମ୍ବାଇର ସାଣ୍ଟା କ୍ରୁଜରେ ଥିବା ମେବ୍ୟାକ ଫିଲ୍ମ ଅଫିସରେ ଦେଖିବାକୁ ମିଳିଥିଲା। କ୍ରିତି ତାଙ୍କ ଫିଲ୍ମ ‘ମିମି’ର ସଫଳତା ପରେ ନିଜକୁ ଏହି ନୂତନ କାର ଉପହାର ଦେଇଛନ୍ତି। ଯେ ଏହି କାର କିଣିବାରେ କ୍ରିତି ପ୍ରଥମ ବଲିଉଡ ଅଭିନେତ୍ରୀ ହୋଇପାରିଛନ୍ତି। ନୂଆ କାର କିଣିବାର ଆନନ୍ଦ ତାଙ୍କ ମୁହଁରେ ସ୍ପଷ୍ଟ ଦେଖାଯାଉଥିଲା। ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ଦୀନେଶ ଭାଇଜାନଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିବା କ୍ରିତି ଏହି ସମୟରେ ଗୋଲାପୀ ରଙ୍ଗର ସ୍ବେଟ ଶର୍ଟ ସହିତ ଜିନ୍ସ ପିନ୍ଧିଥିଲେ। ଏହି ବିଳାସପୂର୍ଣ୍ଣ କାର ସହିତ କ୍ରିତିଙ୍କ ଫଟୋଗୁଡିକ ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି । ନିକଟରେ ଅର୍ଜୁନ କପୁର ମଧ୍ୟ ୨.୪୩କୋଟି ଟଙ୍କା ମୂଲ୍ୟର ଏହି କାର କିଣିଥିଲେ। ଏହି କାରଟି ନେବାବେଳେ ସେ ସୋସିଆଲ ମିଡିଆରେ ନିଜର ଫଟୋ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri