‘ମିମି’ର ଫାଷ୍ଟ ଲୁକ୍ ଶେୟାର କଲେ କ୍ରିତି

ମୁମ୍ବାଇ: କରୋନା ସଂକ୍ରମଣ ପାଇଁ ଏବେ ବଲିଉଡ୍ ଇଣ୍ଡଷ୍ଟ୍ରି ସବୁଠାରୁ କ୍ଷତିରେ ଚାଲିଛି ବୋଲି କୁହାଯାଉଛି । ଏହି ସମୟର ଅଧିକାଂଶ ଫିଲ୍ମ ଓଟିଟି ପ୍ଲାଟଫର୍ମରେ ରିଲିଜ୍ ହେଉଛି । ନିକଟରେ କ୍ରିତି ସାନନଙ୍କ ଅଭିନୀତ ଫିଲ୍ମ ‘ମିମି’ ବି ଓଟିଟି ପ୍ଲାଟଫର୍ମରେ ରିଲିଜ ହେବ ବୋଲି ଅନୁମାନ କରାଯାଉଛି । ଏହା ପୂର୍ବରୁ ମୁଭିର ଫାଷ୍ଟ ଲୁକ୍ ଶେୟାର କରିଛନ୍ତି ଅଭିନେତ୍ରୀ । ସୋସିଆଲ ମିଡିଆରେ ଶେୟାର କରିଥିବା ଏହି ଫାଷ୍ଟ ଲୁକରେ କ୍ରିତି ବେବି ବମ୍ପରେ ଦେଖାଯାଇଛନ୍ତି । ଏକ ଭିଡିଓ ଶେୟାର କରି ଜୁଲାଇକୁ ସାଧାରଣରୁ ଅସାଧାରଣ ଆଶା କରିଛନ୍ତି କ୍ରିତି । ତାଙ୍କର ପ୍ରଶଂସକମାନେ ବି ଏହାକୁ ନେଇ କମେଣ୍ଟ କରିଛନ୍ତି । କ୍ରିତିଙ୍କ ଭଉଣୀ ନୁପୁର ଲେଖିଛନ୍ତି ୟେ ବେଷ୍ଟ ହୋନେ ବାଲା ହୈ । ଆଉ କେତେଜଣ ପ୍ରଶଂସକ ଲେଖିଛନ୍ତି ମିମି ପାଇଁ ଆଉ ଅପେକ୍ଷା କରି ହେଉନି । ଏପର୍ଯ୍ୟନ୍ତ ନାୟିକାଙ୍କ ଏହି ଭିଡିଓକୁ ୫ ଲକ୍ଷରୁ ଅଧିକ ଲୋକ ପସନ୍ଦ କରି ସାରଲେଣି । ଏଥିରେ କ୍ରିତି ଏକ ସରୋଗେଟ ମଦର ଭୂମିକାରେ ନଜର ଆସିବେ । ଅଭିନେତ୍ରୀ ହେବାର ଆଶା ନେଇ ଗାଁରୁ ସହର ଆସିଥିବା କ୍ରିତି ଜଣେ ଦମ୍ପତିଙ୍କ ସହ ସାକ୍ଷାତ୍ କରିବା ପରେ ସେରୋଗେସିକୁ ଆପଣାଇଛନ୍ତି । ହେଲେ ଏହାପରେ କ’ଣ ହେଉଛି ସେଥିପାଇଁ ଅପେକ୍ଷା କରିବାକୁ ପଡିବ । କ୍ରିତିଙ୍କ ସହ ଏଥିରେ ମୁଖ୍ୟ ଭୂମିକାରେ ଅଛନ୍ତି ପଙ୍କଜ ତ୍ରିପାଠି । ଉଭୟ ପୂର୍ବରୁ ଲୁକାଛୁପି ଓ ବରେଲି କି ବର୍ଫିରେ ନଜର ଆସିସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri