ବଡ଼ ପରଦାରେ ନିଜ ଭଉଣୀଙ୍କୁ କଡ଼ା ଟକ୍କର ଦେବେ କ୍ରିତି

ବମ୍ବେ: ଫିଲ୍ମ ‘ମିମି’ ଜାତୀୟ ପୁରସ୍କାର ଜିତିବା ପରେ ଅଭିନେତ୍ରୀ କ୍ରିତି ସାନନ୍‌ଙ୍କ ଖୁସି କହିଲେ ନ ସରେ। ଏହାପରେ ତାଙ୍କ ହାତରେ ଗୋଟିଏ ପରେ ଗୋଟିଏ ଫିଲ୍ମ। ଆସନ୍ତା ମାସରେ ମଧ୍ୟ ଅଭିନେତା ଟାଇଗର ଶ୍ରଫଙ୍କ ସହ ତାଙ୍କ ଫିଲ୍ମ ‘ଗଣପତ’ ରିଲିଜ ହେବାକୁ ଯାଉଛି। ଯେଉଁଦିନ ଫିଲ୍ମଟି ରିଲିଜ ହେବ ସେହିଦିନ ତାଙ୍କ ଭଉଣୀ ନୂପୁର ସେନନ୍‌ଙ୍କ ଫିଲ୍ମ ରିଲିଜ ହେବ। ଏନେଇ ଜଣାପଡ଼ିବା ପରେ ବଡ଼ ପରଦାରେ ଦୁଇ ଭଉଣୀଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିବ।

ନୂପୁର ଦକ୍ଷିଣ ଭାରତୀୟ ସୁପରଷ୍ଟାର ରବି ତେଜାଙ୍କ ସହ ‘ଟାଇଗର ରାମେଶ୍ୱର ରାଓ’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିବେ। ଅକ୍ଟୋବର ୨୦ରେ ଏହି ଫିଲ୍ମ ପରଦାକୁ ଆସିବ। ଦେଖିବାକୁ ଗଲେ କ୍ରିତି ଏବଂ ନୂପୁରଙ୍କ ଫିଲ୍ମ ଦୁଇଟି ସମାନ ବ୍ୟାନର ଅଧୀନରେ ନିର୍ମାଣ ହୋଇଛି। ଏପରିକି ଦୁଇଟିର ରିଲିଜ ଡେଟ୍‌ ସମାନ। ଏଣୁ ଦୁଇ ଭଉଣୀଙ୍କ ମଧ୍ୟରୁ କିଏ ବକ୍ସ ଅଫିସରେ କବ୍ଜା କରୁଛି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri