କ୍ରିତି ସାନନ କରୋନା ପଜିଟିଭ

ମୁମ୍ବାଇ: ନିକଟରେ ଶୁଣିବାକୁ ମିଳିଥିଲା କି ‘ଯୁଗ ଯୁଗ ଜିୟୋ’ ଫେମ ବରୁନ ଧୱନ ଓ ନିତୁ କପୁର କରୋନରେ ପୀଡ଼ିତ ହୋଇଛନ୍ତି । ଏବେ ପୁଣି ଖବର ଆସିଛି ଅଭିନେତ୍ରୀ କ୍ରିତି ସାନନ ବି କରୋନାରେ ପୀଡ଼ିତ ହୋଇଛନ୍ତି । ଚଣ୍ଡିଗଡ଼ରୁ ସେ ମୁମ୍ବାଇ ଫେରିବା ପରେ ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି । ଚଣ୍ଡିଗଡ଼ରେ ‘ଯୁଗ ଯୁଗ ଜିୟୋ’ ଫିଲ୍ମ ଶୁଟିଂ ଚାଲିଥିବା ବେଳେ ସେଠାରେ କେତେଜଣ କରୋନାରେ ପୀଡ଼ିତ ହୋଇଥିଲେ । ଏବେ ଫିଲ୍ମର ଶୁଟିଂକୁ ବନ୍ଦ କରି ଦିଆଯାଇଛି । ତେବେ କିଛିଦିନ ପୂର୍ବରୁ ଅର୍ଥାତ୍ ଫିଲ୍ମଟି ଶୁଟିଂ ହେବା ପୂର୍ବରୁ କ୍ରିତି ସୋସିଆଲ ମିଡିଆରେ ଏ ସମ୍ପର୍କରେ ଶେୟାର କରିବା ସହ ମୁମ୍ବାଇରେ ଫଟୋ ଗ୍ରାଫରଙ୍କ ସହ କଥା ହେବା ବେଳେ କହିଥିଲେ ସେ ଏକ ସେକେଣ୍ଡ ପାଇଁ ବି ମାସ୍କ ଖୋଲିବେ ନାର୍ହି । ଆଉ ଏବେ ସେ ନିଜେ କରୋନାରେ ପୀଡ଼ିତ ହୋଇଯିବା ଦୁଃଖ ଦାୟକ । ତେବେ ‘ଯୁଗ ଯୁଗ ଜିୟୋ’ ଶୁଟିଂ ବନ୍ଦ ହେବା ପରେ ଏମିତିବି ଖବର ଆସିଥିଲା କି ଅନିଲ କପୁର ଓ କିୟାରା ଆଡଭାନୀ ବି କରୋନାରେ ପୀଡ଼ିତ ହୋଇଛନ୍ତି । ହେଲେ ତାହା ଥିବା ସମ୍ପୂର୍ଣ୍ଣ ମିଥ୍ୟା ।


Enter your email to get our daily news in your inbox.

All Right Reserved By Dharitri.Com

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

ବଢୁଥିବା ପେଟ୍ରୋଲ-ଡିଜେଲ ଦର ଉପରେ ନିର୍ମଳା ସୀତାରାମନ୍‌ଙ୍କ ବଡ଼ ବୟାନ, କହିଲେ ଆଗକୁ…

ନୂଆଦିଲ୍ଲୀ, ୨୫।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି ଯେ ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ହ୍ରାସ କରିବା ଦ୍ୱାରା ପ୍ରାୟ ୧…

ପ୍ରଶାସନର ଅବହେଳା, ଭତ୍ତା ପାଇଁ ୮୨ ବର୍ଷର ବୃଦ୍ଧା ମା’କୁ ଭାରରେ ବୋହିଲେ ପୁଅ

ବନ୍ତ,୨୫।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ଗଣଧାରଣାର ତୃତୀୟ ଦିନରେ ଏକ ଚକିତ ଘଟଣା ଦେଖିବାକୁ ମିଳିଛି…

ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ଦେବାଶିଷ! ଖୋଲାଖୋଲି ଭାବେ କହିଲେ ମୁଁ ଏହି ଦିଳକୁ ଯିବି…

ଭୁବନେଶ୍ୱର, ୨୫।୫: ବରିଷ୍ଠ ବିଜୁ ଜନତା ଦଳ ନେତା ଏବଂ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ତାଙ୍କୁ ନବୀନ…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଧନୁଯାତ୍ରା ତୋରଣ, ପାଣିରେ ମିଶିଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ଝଡବତାସ ହୋଇଥିଲା। ଏହାର ପ୍ରଭାବରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ…

ଘାତକ ଭୂତାଣୁ ଇବୋଲା

ଆମମାନଙ୍କୁ ଅନେକ ପ୍ରକାର ସଂକ୍ରମଣ ହୋଇଥାଏ। କେତେକ ସାମାନ୍ୟ କ୍ଷତିକାରକ ହୋଇଥିବା ବେଳେ ଆଉ କେତେକ ଗୁରୁତର ଓ ଅତ୍ୟନ୍ତ ଗୁରୁତର ହୋଇଥାଆନ୍ତି। ଜୀବାଣୁ, ପରଜୀବୀ, ଫଙ୍ଗସ୍‌,…

ଦଳ ଛାଡିବାର ସାଂଘାତିକ କାରଣ କହିଦେଲେ ଦେବାଶିଷ, ପାଣ୍ଡିଆନଙ୍କୁ ନେଇ ସିଧା କହିଦେଲେ…

ଭୁବନେଶ୍ୱର, ୨୫।୫: ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ। ସୋମବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ଇସ୍ତଫା ଦେଇଛନ୍ତି । ଏନେଇ ବିଜେଡି…

ଧୂମଧାମ୍‌ରେ ଚାଲିଛି ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ବିରାଟ ପଟୁଆରରେ…

ଛତ୍ରପୁର,୨୫।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା ଚଳିତ ବର୍ଷ ବ ଧୂମଧାମରେ ଚାଲିଛି l ସହରରେ ଆଧ୍ୟାତ୍ମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri