‘ପୁଷ୍ପା ୨’ ପୋଷ୍ଟରର ମଜାକ ଉଡାଇଲେ ବଲିଉଡ ଅଭିନେତା

ମୁମ୍ବାଇ: ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଏବେ ତାଙ୍କ ମୁଭି ‘ପୁଷ୍ପା ୨’କୁ ନେଇ ଅଛନ୍ତି ଚର୍ଚ୍ଚାରେ। ୭ ଏପ୍ରିଲ ଅର୍ଥାତ୍‌ ଶୁକ୍ରବାର ଅଭିନେତା ଏହି ଫିଲ୍ମର ପୋଷ୍ଟରର ଝଲକ ଦେଖାଇଛନ୍ତି। ଏଥିରେ ଅଭିନେତାଙ୍କ ଖତରନାକ ଲୁକ ନଜର ଆସିଛି। ଏହାପରେ ଦେଖୁ ଦେଖୁ ଅଲ୍ଲୁ ଅର୍ଜୁନଙ୍କ ଲୁକ ଚର୍ଚ୍ଚାର ବିଷୟ ହୋଇଯିବା ସହ ଏହା ଇଣ୍ଟରନେଟରେ ନିଆଁ ଭଳି ବ୍ୟାପି ଯାଇଥିଲା। ଏହାରି ଭିତରେ ବଲିଉଡ ଅଭିନେତା କମାଲ ଆର ଖାଁ ଓରଫ କେଆରକେ ‘ପୁଷ୍ପା ୨’ ପୋଷ୍ଟରର ମଜାକ ଉଡାଇଛନ୍ତି।

କେଆରକେ ଟୁଇଟର ଆକାଉଣ୍ଟରେ ‘ପୁଷ୍ପା ୨’ର ପୋଷ୍ଟରକୁ ଶେୟାର କରି କହିଛନ୍ତି, ଏହା ପୁଷ୍ପା ଫିଲ୍ମର ସିକ୍ୱେଲ ଭଳି ଲାଗୁ ନାହିଁ। ସେ କ୍ୟାପଶନରେ ଲେଖିଛନ୍ତି, ଏହା ପୁଷ୍ପା ୨ର ପୋଷ୍ଟର ଆଉ ମୁଁ କନଫ୍ୟୁଜ। ମୁଁ ବୁଝି ପାରୁନାହିଁ ଏହା ଲକ୍ଷ୍ମୀ ୨ ନା କଂଚନା। ଏହା ପୁଷ୍ପାର ସିକ୍ୱେଲ ଭଳି ଆଦୌ ଲାଗୁନାହିଁ।
ସୂଚନା ଅନୁଯାୟୀ, ଗୋଟିଏ ଦିନ ପୂର୍ବରୁ ଅଲ୍ଲୁ ଅର୍ଜୁନ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ‘ପୁଷ୍ପା ୨’ର ଫାଷ୍ଟ ଲୁକ ପୋଷ୍ଟର ଶେୟାର କରିଥିଲେ। ଏଥିରେ ଦେଖିବାକୁ ମିଳିଥିଲା କି ଅଲ୍ଲୁ ଅର୍ଜୁନ ସାଉଥ ଇଣ୍ଡିଆନ ଶାଢି ପିନ୍ଧି ନଜର ଆସିଥିଲେ। ତାଙ୍କ ଗଳାରେ ଲେମ୍ବୁ ମାଳ ଥିଲା। ଏହା ବ୍ୟତୀତ ଅଭିନେତା ଚୁଡି, ମୁଦି ଓ ଆଉ କିଛି ନେକଲେସ ପିନ୍ଧିଥିବା ଦେଖାଯାଇଛି। ସେ ମଥାରେ ବିନ୍ଦି ଲଗାଇଛନ୍ତି, ଯାହା ଶିବଙ୍କ ତୃତୀୟ ନୟନ ଭଳି ଦେଖାଯାଉଛି। ପୋଷ୍ଟରରେ ଅଲ୍ଲୁ ଅର୍ଜୁନ ହାତରେ ବନ୍ଧୁକ ଧରିଥିବା ନଜର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri