Posted inଖେଳ

ପଦାର୍ପଣରେ ରେକର୍ଡ ଭାଙ୍ଗିଲେ କ୍ରୁନାଲ

ପୁଣେ,୨୩।୩: ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା ପଦାର୍ପଣ ମ୍ୟାଚ୍‌ରେ ଖେଳିଛନ୍ତି ଅପରାଜିତ ୫୮ରନ୍‌ର ଅର୍ଦ୍ଧଶତକୀୟ ପାଳି। ୨୬ ବଲରେ ଅର୍ଦ୍ଧଶତକ ପୂରଣ କରିଥିବା କ୍ରୁନାଲ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ରେ ପଦାର୍ପଣକାରୀ ବ୍ୟାଟ୍ସମ୍ୟାନଙ୍କ ଦ୍ୱାରା ଖେଳାଯାଇଥିବା ଏହା ସବୁଠୁ ଦ୍ରୁତତମ ଅର୍ଦ୍ଧଶତକ। ବାମହାତୀ ବ୍ୟାଟ୍ସମ୍ୟାନଙ୍କ ୫୮ ରନ୍‌ର ଇନିଂସରେ ସାମିଲ ଥିଲା ୭ ଚୌକା ଓ ୨ ଛକା। ଆଉ ଦିନିକିଆ ପଦାର୍ପଣରେ ଅର୍ଦ୍ଧଶତକ ହାସଲ କରିବାରେ କ୍ରୁନାଲ ଦେଶର ୧୫ତମ ଖେଳାଳି। ଏଥିପୂର୍ବରୁ ଏହି ରେକର୍ଡ ନ୍ୟୁଜିଲାଣ୍ଡର ଜନ ମୋରିସଙ୍କ ନାମରେ ଥିଲା। ସେ ୧୯୯୦ରେ ନିଜ ପଦାର୍ପଣ ମ୍ୟାଚ୍‌ରେ ୩୫ ବଲରେ ଅର୍ଦ୍ଧଶତକ ପୂରଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

୧୪୩ କୋଟିର ସମ୍ପତ୍ତି ସହ କୋଟି କୋଟିର ଋଣ! ଜାଣନ୍ତୁ ଉଦ୍ଧବ ଠାକରେଙ୍କ ନେଟଓ଼୍ବର୍ଥ…

ମୁମ୍ୱାଇ,୧୮।୬: ଉଦ୍ଧବ ଠାକରେ ନିଜ ଦଳରେ ବିଭାଜନକୁ ନେଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ସେ କେତେ କୋଟି ସମ୍ପତ୍ତିର ମାଲିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri