Posted inଖେଳ

ବିଶାଳ ଟାର୍ଗେଟ ଛିଡ଼ା କଲା ଭାରତ

ପୁଣେ,୨୩।୩: ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଆଗରେ ୩୧୮ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଛି ଟିମ୍‌ ଇଣ୍ଡିଆ। ଶିଖର ଧାଓ୍ବନ, ଅଧିନାୟକ ବିରାଟ କୋହଲି, ଲୋକେଶ ରାହୁଲ ଓ କ୍ରୁନାଲ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ଭାରତ ଧାର୍ଯ୍ୟ ୫୦ ଓଭରରେ ୫ ଉଇକେଟ ହରାଇ ୩୧୭ ରନ୍‌ କରିପାରିଛି। ମାତ୍ର ୨ ରନ୍‌ ବ୍ୟବଧାନରେ କ୍ୟାରିୟର ୧୮ତମ ଶତକରୁ ଧାଓ୍ବନ ବଞ୍ଚିତ ହୋଇଥିବାବେଳେ ମ୍ୟାଚ୍‌ରେ ପଦାର୍ପଣ କରିଥିବା କ୍ରୁନାଲ ଖେଳିଥିଲେ ୫୮ ରନ୍‌ର ଅପରାଜିତ ପାଳି। ତାଙ୍କ ବ୍ୟତୀତ ରାହୁଲ ୬୨ ଓ ଅଧିନାୟକ କୋହଲି ୫୬ ରନ୍‌ର ଯୋଗଦାନ ଦେଇଥିଲେ। ଇଂଲଣ୍ଡ ପକ୍ଷରୁ ବେନ ଷ୍ଟୋକ୍ସ ହାତେଇଥିଲେ ସର୍ବାଧିକ ୩ ଉଇକେଟ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?