Posted inଖେଳ

ମୁମ୍ବାଇ ବିମାନବନ୍ଦରରେ କୃନାଲ ପାଣ୍ଡ୍ୟା ଅଟକ

ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା କୃନାଲ ପାଣ୍ଡ୍ୟାଙ୍କୁ ଦୁବାଇରୁ ପ୍ରତ୍ୟାବର୍ତ୍ତନ ପଥରେ ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିଛି। ରେଭିନ୍ୟୁ ଇଣ୍ଟେଲିଜେନ୍ସ ନିର୍ଦ୍ଦେଶାଳୟ (ଡିଆର୍‌ଆଇ)ର କର୍ମଚାରୀମାନେ ଗୁରୁବାର ମୁମ୍ବାଇ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ତାଙ୍କୁ କିଛି ସମୟ ଅଟକ ରଖିଥିଲେ। ତାଙ୍କ ନିକଟରେ କିଛି ସୁନା ଓ ଅନ୍ୟ ମୂଲ୍ୟମାନ ସାମଗ୍ରୀ ଥିବା ଅଭିଯୋଗ ହୋଇଥିଲା। କୃନାଲ ୟୁଏଇରୁ ସନ୍ଧ୍ୟା ୫ଟା ବେଳେ ମୁମ୍ବାଇ ବିମାନ ବନ୍ଦରରେ ଓହ୍ଳାଇଥିଲେ। ତେବେ ତାଙ୍କ ନିକଟରେ କେତେ ପରିମାଣରେ ସୁନା ଥିଲା ଏବଂ ଅନ୍ୟ କ’ଣ ସାମଗ୍ରୀ ରହିଥିଲା ତାହା ପ୍ରକାଶ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

IPL 2026ରେ ଏତେ ଲକ୍ଷ ଟଙ୍କାର ଗାଡ଼ି ଉପରକୁ ଛକା ମାରିଲେ ଏହି ଖେଳାଳି ହୋଇଗଲା…

ନୂଆଦିଲ୍ଲୀ,୧୮।୪: IPL ମ୍ୟାଚଗୁଡ଼ିକରେ, ଚୌକା ଏବଂ ଛକାର ଏକ ସାଧାରଣ ଘଟଣା ହୋଇଥିଲେ ମଧ୍ୟ, କେତେକ ସମୟରେ ଏକ ନିର୍ଦ୍ଦିଷ୍ଟ ସଟ ଏତେ ସ୍ପଷ୍ଟ ଭାବରେ ଦେଖାଯାଏ…

କୋହଲିଙ୍କ ଫଟୋରେ ‘ଲାଇକ୍‌’ ମାରିବା ପରେ ମୁହଁ ଖୋଲିଲେ ଅଭିନେତ୍ରୀ: ମୁଁ ଏବେ ଦୁଃଖିତ…

ନୂଆଦିଲ୍ଲୀ,୧୮।୪: ଆଜିର ସମୟରେ ସୋସିଆଲ ମିଡିଆ ଏକ ଏପରି ପ୍ଲାଟଫର୍ମରେ ପରିଣତ ହୋଇଛି, ଯେଉଁଠାରେ ସାମାନ୍ୟ କାର୍ଯ୍ୟକଳାପ ମଧ୍ୟ ଏକ ବଡ଼ ସମସ୍ୟାର ରୂପ ନେଇପାରେ। ଭାରତୀୟ…

ରୋହିତ ଶର୍ମାଙ୍କୁ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୮।୪: ଭାରତୀୟ ଟି-୨୦ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଇତିହାସ ରଚିଛନ୍ତି। ଏହି ବାମହାତୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ଟି-୨୦ ରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର…

ଜର୍ମାନ ମଡେଲଙ୍କୁ ‘ଲାଇକ୍‌’ କରି ଫସିଲେ ବିରାଟ କୋହଲି: ଜାଣନ୍ତୁ କିଏ ସେହି…

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଦକ୍ଷ ଖେଳାଳି ବିରାଟ କୋହଲି ସବୁବେଳେ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ଥାନ୍ତି। ସମ୍ପ୍ରତି ସେ 2026 IPL ସିଜିନ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri