Posted inଖେଳ

ସ୍ତ୍ରୀଙ୍କ ସହ ମିଶି ନୃତ୍ୟ କଲେ ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଟର କୃଣାଲ ପାଣ୍ଡ୍ୟା ସୋସିଆଲ ମିଡିଆରେ ପ୍ରଶଂସକଙ୍କ ସହ ଯୋଡି ହୋଇଛନ୍ତି। ନିକଟରେ କ୍ରୁଣାଲ ସ୍ତ୍ରୀ ପନଖୁରି ଶର୍ମାଙ୍କ ସହ ନୃତ୍ୟ କରୁଥିବାର ଏକ ଭିଡିଓ ଶେୟାର କରିଛନ୍ତି। ଯାହାକି ଖୁବ୍‌ ଭାଇରାଲ ହେବାରେ ଲାଗିଛି। କୃଣାଲ ଏବଂ ପନଖୁରୀ ଫିଲ୍ମ ‘ବେଟି ଔର ବବ୍‌ଲି’ ର ଲୋକପ୍ରିୟ ଗୀତ ‘କଜରାରେ କଜରାରେ…’ ଗୀତରେ ଜବରଦସ୍ତ ନୃତ୍ୟ କରିଛନ୍ତି। ମୂଳ ଏହି ଗୀତରେ ଅମିତାଭ ବଚ୍ଚନ, ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟଙ୍କ ନୃତ୍ୟ କରିଥିଲେ। କୃଣାଲଙ୍କ ଏହି ଭିଡିଓକୁ ତାଙ୍କ ପ୍ରଶଂସକମାନେ ପସନ୍ଦ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଉଦ୍‌ଘାଟିତ: ଭାରତ ହେବ ବିଶ୍ୱ କ୍ରୀଡ଼ାର ‘ସୁପର ପାୱାର’

କଟକ ଅଫିସ,୨୩ା୨-ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଖେଲୋ ଇଣ୍ଡିଆ ୟୁନଭର୍ସିଟି ଗେମ୍ସର ପ୍ରଥମ ସଂସ୍କରଣ ଶନିବାର ସନ୍ଧ୍ୟାରେ ମହାସମାରୋହରେ ଉଦ୍‌ଘାଟିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

 ଅଷ୍ଟ୍ରେଲିଆ ଆଗରେ ୩୪୧ ରନର ବିଜୟଲକ୍ଷ୍ୟ

ରାଜକୋଟ,୧୭।୧- ପ୍ରଥମ ଦିନିକିଆରେ ସହଜ ବିଜୟ ହାସଲ କରିଥିବା  ଅଷ୍ଟ୍ରେଲିଆ ଦଳ ଆଗରେ ଭାରତ ଦ୍ୱିତୀୟ ମ୍ୟାଚ୍‌ରେ ୩୪୧ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି...

ଦଣ୍ଡାଦେଶ ସ୍ବୀକାର କଲେ ମୋର୍ଗାନ

ଅହମ୍ମଦାବାଦ,୧୯।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଚତୁର୍ଥ ଟି୨୦ ମ୍ୟାଚ୍‌ରେ ଧିମା ବୋଲିଂ ପାଇଁ ଇଂଲଣ୍ଡ ଦଳକୁ ଦଣ୍ଡିତ କରାଯାଇଛି। ଜରିମାନା ବାବଦକୁ...

ପିଏସ୍‌ଏଲ ବେଳେ କରାଯାଇଥିବା ସମସ୍ତ କୋଭିଡ୍‌-୧୯ ଟେଷ୍ଟ ନେଗେଟିଭ

କରାଚୀ,୨୦।୩- ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ)ରେ ଜଡ଼ିତ ଖେଳାଳି, ଷ୍ଟାଫ, ମ୍ୟାଚ୍‌ ଅଫିସିଆଲ, ଦଳ ମାଲିକ, ପ୍ରସାରଣକାରୀ କର୍ମକର୍ତ୍ତାଙ୍କ ସମେତ ମୋଟ ୧୨୮ ଜଣଙ୍କ କୋଭିଡ୍‌-୧୯...

ଜାତୀୟ ସିନିୟର ୫-ଏ-ସାଇଡ୍‌ ମହିଳା ହକି: ଓଡ଼ିଶା-ହରିୟାଣା ସେମିଫାଇନାଲ

ଭୁବନେଶ୍ୱର, ୨୬।୯ (ସ୍ପୋଟର୍‌ସ ବ୍ୟୁରୋ)- ଉତ୍ତରପ୍ରଦେଶ କାନପୁରସ୍ଥିତ ଗ୍ରୀନ ପାର୍କ ଷ୍ଟାଡିୟମଠାରେ ଚାଲିଥିବା ୪ର୍ଥ ହକି ଇଣ୍ଡିଆ ୫-ଏ-ସାଇଡ୍‌ ମହିଳା ହକି ଟୁର୍ନାମେଣ୍ଟରେ ଓଡ଼ିଶା ଦଳ...

ଭାରତୀୟ ଦଳ ପାଇଁ ପୁଣି ଏକାଠି ଖେଳିଲେ ଦୁଇ ଭାଇ

ଗୁୟାନା,୭।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ଭାରତ ବିଜୟୀ ହୋଇଛି। ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚରେ ଭାରତ ୫ଟି...

ୟୁରୋକପ୍‌ ଫୁଟ୍‌ବଲ: ଜର୍ମାନୀକୁ ହରାଇ କ୍ୱାର୍ଟରରେ ଇଂଲଣ୍ଡ

ଲଣ୍ଡନ,୧।୭: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ ଏଥର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ୪୦,୦୦୦ ଦର୍ଶକଙ୍କ ସମ୍ମୁଖରେ ସ୍ଥାନୀୟ ଓ୍ବେମ୍ବଲି ଷ୍ଟାଡିୟମରେ ଖେଳାଯାଇଥିବା ଟୁର୍ନାମେଣ୍ଟର...

ବିଶ୍ୱକପ୍‌ରୁ ଷ୍ଟେଇନ୍‌ ଆଉଟ୍‌

ସାଉଥାମ୍ପଟନ୍‌, ୪।୬(ପି.ଟି.)- ଆଇସିସି ବିଶ୍ୱକପ୍‌ରେ ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳକୁ ମଙ୍ଗଳବାର ଶକ୍ତ ଧକ୍କା ଲାଗିଛି। ଦଳର ପ୍ରମୁଖ ତଥା...

Advertisement
Archives

Model This Week