ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ OD ୧୮K ୭୦୪୧)ରେ ଗୁଡାରିରୁ ନବରଙ୍ଗପୁରର ସେନାପତି ଷ୍ଟ୍ରିଟ୍‌ସ୍ଥିତ ତାଙ୍କ ବାସଭବନକୁ ଯାତ୍ରା କରିବା ସମୟରେ ତାଙ୍କ ନିକଟରୁ ଇନ୍ଦ୍ରାବତୀ ସେତୁ ନିକଟରେ ୨.୩୩ ଲକ୍ଷ ଟଙ୍କା ସନ୍ଦେହଜନକ ବେଆଇନନଗଦ ଟଙ୍କା ଜବତ କରାଯାଇଥିଲା॥ରେଞ୍ଜରଙ୍କ ଠାରୁ ଉଦ୍ଧାର ହୋଇଥିବା ନଗଦ ଟଙ୍କା ସମ୍ପର୍କରେସେ ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ସନ୍ତୋଷ ଜନକ ଉତ୍ତର ନ ମିଳବାରୁ ନଗଦ ୨.୩୩ ଲକ୍ଷ ଟଙ୍କା ସହ (OD ୧୮K ୭୦୪୧) ସରକାରୀ ଗାଡିଜବତ କରାଯାଇଛି। ଭିଜିଲାନ୍ସର ଏକ ୩ ଜଣିଆ ଟିମ୍‌ ଇନ୍ସପେକ୍ଟର ଆଲୋକ ମହାପାତ୍ରଙ୍କ ନେତୃତ୍ୱରେ ଗୁଡାରି କାର୍ଯ୍ୟାଳୟରେ ଯାଞ୍ଚ କରିଥିବା ବେଳେ ଗୁମୁଡା ସରକାରୀ ବାସ ଭବନରେ ଏବଂ ନବରଙ୍ଗପୁର ସେନାପତି ସାହିରେ ମଧ୍ୟ ଭିଜିଲାନ୍ସ ଟିମ ଯାଞ୍ଚ କରିଥିଲେ। ଏ ନେଇ କୋରାପୁଟ ଭିଜିଲାନ୍ସ କେସ ନମ୍ବର ୩/୧୨. ୦୪. ୨୦୨୬ ରୁଜୁ ହୋଇଛି। ଗିରଫ ରେଞ୍ଜରଙ୍କୁ କୋର୍ଟ ଚାଲାଣ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri