କୁବେର ଯନ୍ତ୍ରୀଙ୍କ ଦ୍ୱିତୀୟ ସ୍ତ୍ରୀ ଗିରଫ

ଭୁବନେଶ୍ୱର,୯।୪(ବ୍ୟୁରୋ): କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ସ୍ତ୍ରୀ କଳ୍ପନା ପ୍ରଧାନଙ୍କୁ ଶନିବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ସ୍ବାମୀଙ୍କ ବେଆଇନ ଟଙ୍କା କାରବାରରେ ସ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। କଳ୍ପନାଙ୍କୁ ଆଜି କୋର୍ଟ ଚାଲାଣ କରାଯିବ । ଶୁକ୍ରବାର ପଚରାଉଚରା ବେଳେ ଭଉଣୀ ଘରେ ଟଙ୍କା ସୁନା ଥିବା କଥା ସେ ଭିଜିଲାନ୍ସ ବିଭାଗକୁ କହିଥିଲେ। ସାଲିଆ ସାହିସ୍ଥିତ ଭଉଣୀ ଘରୁ ୧ କୋଟି ୪୧ ଲକ୍ଷ ୬୨ ହଜାର ୪ଶହ ଟଙ୍କା ଜବତ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ ବେଳେ ବେଳେ କର୍ତ୍ତିକେଶ୍ବରଙ୍କର ମୋଟ ୩ କୋଟି ୪୧ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri