କୁବେର ଯନ୍ତ୍ରୀଙ୍କ ଦ୍ୱିତୀୟ ସ୍ତ୍ରୀ ଗିରଫ

ଭୁବନେଶ୍ୱର,୯।୪(ବ୍ୟୁରୋ): କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ସ୍ତ୍ରୀ କଳ୍ପନା ପ୍ରଧାନଙ୍କୁ ଶନିବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ସ୍ବାମୀଙ୍କ ବେଆଇନ ଟଙ୍କା କାରବାରରେ ସ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। କଳ୍ପନାଙ୍କୁ ଆଜି କୋର୍ଟ ଚାଲାଣ କରାଯିବ । ଶୁକ୍ରବାର ପଚରାଉଚରା ବେଳେ ଭଉଣୀ ଘରେ ଟଙ୍କା ସୁନା ଥିବା କଥା ସେ ଭିଜିଲାନ୍ସ ବିଭାଗକୁ କହିଥିଲେ। ସାଲିଆ ସାହିସ୍ଥିତ ଭଉଣୀ ଘରୁ ୧ କୋଟି ୪୧ ଲକ୍ଷ ୬୨ ହଜାର ୪ଶହ ଟଙ୍କା ଜବତ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ ବେଳେ ବେଳେ କର୍ତ୍ତିକେଶ୍ବରଙ୍କର ମୋଟ ୩ କୋଟି ୪୧ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ

କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri