Posted inଖେଳ

କୁଦରମେତୋଭାଙ୍କୁ ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ

ଚାଲର୍‌ସଟନ, ୧୩ା୪ (ଏପି)-ରୁଷିଆର ଭେରୋନିକା କୁଦରମେତୋଭା କ୍ଲେ-କୋର୍ଟରେ ତାଙ୍କର ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ ହାସଲ କରିଛନ୍ତି। ଭଲଭୋ କାର୍‌ ଓପନ ଟେନିସ ପ୍ରତିଯୋଗିତାର ମହିଳା ସିଙ୍ଗଲ୍ସ ଫାଇନାଲରେ ସେ ଡାନ୍‌କା କୋଭିନିକ୍‌ଙ୍କୁ ୬-୪, ୬-୨ ସେଟ୍‌ରେ ହରାଇ ଦେଇଛନ୍ତି। ସିଜନର ଏହି ପ୍ରଥମ କ୍ଲେକୋର୍ଟ ଟୁର୍ନାମେଣ୍ଟରେ ୨୩ ବର୍ଷୀୟା କୁଦରମେତୋଭା ତାଙ୍କ ୬ଟି ମ୍ୟାଚ୍‌ରେ ଗୋଟିଏ ହେଲେ ସେଟ୍‌ ଡ୍ରପ୍‌ କରି ନ ଥିଲେ। ତାଙ୍କ ପୂର୍ବରୁ ଏହି ସଫଳତା ସେରେନା ଓ୍ବିଲିୟମ୍ସ ୨୦୧୨ରେ ହାସଲ କରିଥିଲେ। ଚାମ୍ପିୟନ ହିସାବରେ କୁଦରମେତୋଭାଙ୍କୁ ଟ୍ରଫି ବ୍ୟତୀତ ଏକ ନୂଆ ଭଲଭୋ ଏସୟୁଭି କାର୍‌ ପୁରସ୍କାର ଆକାରରେ ଦିଆଯାଇଥିଲା। ସୂଚନାଯୋଗ୍ୟ, ୨୦୧୬ ପରେ ୨୬ ବର୍ଷୀୟା କୋଭିନିକ୍‌ଙ୍କର ଏହାଥିଲା ପ୍ରଥମ ଫାଇନାଲ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Stokes-Archer Fight VIDEO: ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚରଙ୍କ ମଧ୍ୟରେ କାହିଁକି ହେଲା ଝଗଡ଼ା?

ନୂଆଦିଲ୍ଲୀ,୧୮।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଆସେସ୍ ଟେଷ୍ଟରେ ଇଂଲଣ୍ଡର ଖରାପ ପ୍ରଦର୍ଶନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । ସେଥିପାଇଁ ଇଂଲଣ୍ଡ ଅଧିନାୟକ ଏବଂ ଖେଳାଳିମାନେ...

IND vs SA 4th T20I: ଭରରତ-ସାଉଥ ଆଫ୍ରିକା ମ୍ୟାଚ ରଦ୍ଦ ହେଲେ ବୁଡ଼ିଯିବ କି ଦର୍ଶକଙ୍କ ଟିକେଟ ଟଙ୍କା? ଜାଣନ୍ତୁ କ’ଣ ରହିଛି BCCIର ନିୟମ

ନୂଆଦିଲ୍ଲୀ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଗୋଟିଏ ବି ବଲ ଖେଳି ନଯାଇ ବାତିଲ କରାଯାଇଥିଲା। ଘନ...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri