ରାଜ୍ୟପାଳଙ୍କ କରକମଳରେ ଉନ୍ମୋଚିତ ହେଲା ‘କୁହୁକ ସ୍ପର୍ଶ’

ଭୁବନେଶ୍ୱର,୫ା୮: ଭୁବନେଶ୍ୱର ରାଜଭବନରେ ଶନିବାର କବି ଶିବସୁନ୍ଦର ପାଣିଗ୍ରାହୀଙ୍କ କବିତା ସଂକଳନ ‘କୁହୁକ ସ୍ପର୍ଶ’ ମହାମହିମ ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କ କରକମଳରେ ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ କବିପତ୍ନୀ ଜୟଶ୍ରୀ ପଣ୍ଡା, ଦୁଇ ପୁତ୍ର ଶୁଭ୍ରଜିତ ଏବଂ ସତ୍ୟକାମ, ବରିଷ୍ଠ କବି ରକ୍ଷକ ନାୟକ ଏବଂ ପ୍ରକାଶକ ମାନମୟୀ ରଥ ଉପସ୍ଥିତ ଥିଲେ। ଶୁଭ୍ରଜିତଙ୍କୁ ସ୍ନେହରେ କଲମ ଉପହାର ଦେଇଥିବା ରାଜ୍ୟପାଳ ମହୋଦୟ ସୁଦୂର ରାୟଗଡ଼ାରୁ ଆସିଥିବା କବିଙ୍କୁ ଶୁଭେଚ୍ଛା ପ୍ରଦାନ କରିଥିଲେ। ଏକ ନିଆରା ପରିବେଶରେ ଏଭଳି ଏକ ଅଭିନ୍ନ ଉନ୍ମୋଚନରେ ନିଜ ବହିଟିକୁ ଉନ୍ମୋଚିତ ହେବାର ଦେଖି କବି ଆନନ୍ଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ଭୁବନେଶ୍ୱର,୧୨ା୮(ସୁନିତ୍‌ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୨।୮ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri