Posted inଜାତୀୟ

ମଣିପୁର ହିଂସା: କୋମ ୟୁନିୟନର ମୁଖ୍ୟଙ୍କୁ ଆକ୍ରମଣ କଲେ ସନ୍ଦିଗ୍ଧ ଉପଦ୍ରବକାରୀ

ଇମ୍ଫାଲ,୩।୮: ହିଂସା ପ୍ରଭାବିତ ମଣିପୁରରେ ସନ୍ଦିଗ୍ଧ ଉପଦ୍ରବକାରୀମାନେ ସଂଖ୍ୟାଲଘୁ କୋମ ସମ୍ପ୍ରଦାୟର ସଭାପତି ସେର୍ଟୋ ଏହାଓଙ୍କ ଉପରେ ଆକ୍ରମଣ କରିଛନ୍ତି। ଆକ୍ରମଣରେ ତାଙ୍କର ବାମ ହାତ ଭାଙ୍ଗି ଯାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କଇଛି।

କୋମ ସଭାପତି ତାଙ୍କ ଅସୁସ୍ଥ ପିତାଙ୍କୁ ଭେଟିବା ପାଇଁ ଯିବାବେଳେ ଚୁରାଚାନ୍ଦପୁର ଜିଲାର ଖୋରେଣ୍ଟାକ ଖୁନାଉ ଗାଁରେ ତାଙ୍କୁ ଆକ୍ରମଣ କରାଯାଇଥିଲା। ୩୦ଜଣ ସଶସ୍ତ୍ର ଉପଦ୍ରବକାରୀ ତାଙ୍କୁ ବାଟରେ ଅଟକାଇ ଥିଲେ। ତାଙ୍କୁ ମାଡ଼ ମାରିବା ସହ ଅନେକ ପ୍ରଶ୍ନ ପଚାରିଥିଲେ। ଏହାପରେ ତାଙ୍କୁ ଚିଙ୍ଗଫାଇର କୁକି ଗ୍ରାମରେ ଛାଡି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri