କୁକୁମ୍ବର କୁଲର

 

ଆବଶ୍ୟକ ସାମଗ୍ରୀ: କାକୁଡ଼ି- ୩୦୦ ଗ୍ରାମ୍‌, ଲେମ୍ବୁ ରସ- ୧୫ ମିଲିଗ୍ରାମ୍‌, ବରଫ ଖଣ୍ଡ- ୧୫୦ ଗ୍ରାମ୍‌, ସୋଡ଼ା- ଅଳ୍ପ, ପୁଦିନା- ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କାକୁଡ଼ିକୁ ଛୋଟ ଛୋଟ କରି କାଟି ଜୁସରରେ ଗ୍ରାଇଣ୍ଡିଂ କରି ଦିଅନ୍ତୁ। ଏବେ ଏଥିରେ ଲେମ୍ବୁ ରସ ଓ ବରଫ ପକାଇ ଆଉ ଥରେ ଅଳ୍ପ ସମୟ ପାଇଁ ଗ୍ରାଇଣ୍ଡିଂ କରନ୍ତୁ। ଏହାପରେ ଏହି ମିଶ୍ରଣକୁ ଗ୍ଲାସରେ ଢାଳି ସେଥିରେ ସୋଡ଼ା ମିଶାନ୍ତୁ ଏବଂ ଶେଷରେ ପୁଦିନା ପତ୍ର ପକାଇ ଏହାକୁ ପରଷି ଦିଅନ୍ତୁ। ଖରାଦିନେ ଏହି ପାନୀୟ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଉପକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?