Posted inଖେଳ

୩ ପରିବର୍ତ୍ତନ ସହ ଓହ୍ଲାଇଲା ଟିମ୍‌ ଇଣ୍ଡିଆ

ଅହମ୍ମଦାବାଦ୍‌,୧୧।୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତିମ ତଥା ତୃତୀୟ ଦିନିକିଆ ମ୍ୟାଚ୍‌ ଲାଗି ୩ ପରିବର୍ତ୍ତନ ସହ ଓହ୍ଲାଇଛି ଭାରତୀୟ ଦଳ। ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଗତ ମ୍ୟାଚ୍‌ରେ ଖେଳିଥିବା ଲୋକେଶ ରାହୁଲ, ଦୀପକ ହୁଡା ଓ ୟୁଜବେନ୍ଦ୍ର ଚହଲଙ୍କୁ ଦଳରୁ ବାଦ୍‌ ଦିଆଯାଇଛି। ଏମାନଙ୍କ ସ୍ଥାନରେ ଶିଖର ଧାଓ୍ବନ, ଶ୍ରେୟାସ ଆୟାର ଓ କୁଲଦୀପ ଯାଦବ ଖେଳିବେ। ଅନ୍ୟପକ୍ଷରେ ଓ୍ବେଷ୍ଟଇଣ୍ଡିଜ ଦଳରେ ମଧ୍ୟ ଗୋଟିଏ ପରିବର୍ତ୍ତନ ହୋଇଛି। ଅଲରାଉଣ୍ଡର ଅକିଲ ହୋସେନଙ୍କ ସ୍ଥାନରେ ହେହେନ ଓ୍ବାଲଶ ଦଳରେ ସ୍ଥାନ ପାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୯ମ ଯାଏ ପଢିଛନ୍ତି ଭାରତର ଏହି ଷ୍ଟାର୍‌ ଅଲରାଉଣ୍ଡର

ଭାରତୀୟ କ୍ରିକେଟ ଖେଳାଳିମାନେ ପଡିଆରେ ଦମଦାର ପ୍ରଦର୍ଶନ କରୁଥିଲେ ମଧ୍ୟ ପାଠ ପଢ଼ାରେ ସେତେଟା ଭଲ ନୁହନ୍ତି। ଭାରତୀୟ ଦଳର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା...

ଆଶେସ ଚତୁର୍ଥ ଟେଷ୍ଟ: ବନର୍‌ସ, ରୁଟ୍‌ଙ୍କ ଅର୍ଦ୍ଧଶତକ

ମାଞ୍ଚେଷ୍ଟର,୭।୯- ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ଆଶେସ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଇଂଲଣ୍ଡ ସଂଘର୍ଷ ଜାରି ରଖିଛି। ଟସ୍‌ ଜିତି...

ପୁରୁଷ ହକି ଦଳର ମନୋବଳ ବଢ଼ାଇଲେ ପ୍ରଧାନମନ୍ତ୍ରୀ, କହିଲେ ଖେଳାଳିଙ୍କ ପ୍ରଦର୍ଶନ ନେଇ ଗର୍ବିତ…

ନୂଆଦିଲ୍ଲୀ,୩।୮: ଅଲିମ୍ପିକ ସେମିଫାଇନାଲରେ ଭାରତୀୟ ପୁରୁଷ ହକି ଦଳ ବେଲଜିୟମଠାରୁ ପରାଜିତ ହୋଇଛି। ଫଳରେ ଦଳ ଫାଇନାଲରୁ ବାହାର ହେବା ସହିତ ଗୋଲ୍ଡ ଏବଂ ସିଲିଭର୍‌...

ରୋହିତ ଲା ଲିଗାର ବ୍ରାଣ୍ଡ ଆମ୍ପାସାଡର

ମୁମ୍ବାଇ,୧୩।୧୨(ପି.ଟି.)- ଭାରତୀୟ ତାରକା ଓପନର ରୋହିତ ଶର୍ମା ସ୍ପାନିଶ୍‌ ଫୁଟବଲ ଲିଗ୍‌ ଲା ଲିଗାର ପ୍ରଥମ ଭାରତୀୟ ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। ସେ ଏହି...

ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ

ସିଡନୀ,୪।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଉଇକେଟ କିପର ରୋଡ ମାର୍ଶଙ୍କ ପରଲୋକ ଘଟିଛି। ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ନିକଟରେ ହୃଦଘାତ ଯୋଗୁ ସେ କୋମାରେ...

ଇଦ୍‌ରେ କାହିଁକି ଟ୍ରୋଲ୍‌ ହେଲେ ପାକିସ୍ତାନ କ୍ରିକେଟର୍‌

ମାଞ୍ଚେଷ୍ଟର, ୧।୮: ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ଓ ଟି୨୦ ସିରିଜ ଖେଳିବା ଲାଗି ପାକିସ୍ତାନ କ୍ରିକେଟ୍‌ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ରହିଛି।...

ୟୁଏଇରେ ଭାବିପତ୍ନୀଙ୍କୁ ମନେ ପକାଇଲେ ୟୁଜବେନ୍ଦ୍ର: ଧନଶ୍ରୀ ଦେଲେ ଏଭଳି ଜବାବ

ନୂଆଦିଲ୍ଲୀ,୨୮।୮: କିଛିଦିନ ପୂର୍ବେ ପ୍ରେମିକା ଧନଶ୍ରୀ ବର୍ମାଙ୍କ ସହ ନିର୍ବନ୍ଧ କରିଛନ୍ତି ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ। ସେବେଠାରୁ ସୋସିଆଲ ମିଡିଆରେ ଭାବିପତ୍ନୀଙ୍କ ସହ ସେ...

ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଦିନିକିଆ: ଜାଣନ୍ତୁ କେବେ, କେଉଁଠି ଆଉ କିଭଳି ଦେଖିପାରିବେ…

ପୋର୍ଟ ଅଫ୍‌ ସ୍ପେନ୍‌,୨୨।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଶୁକ୍ରବାର ଖେଳାଯିବ। ଏହି ମ୍ୟାଚ୍‌ରେ ଶିଖର ଧାଓ୍ବନ ଅଧିନାୟକ ଦାୟିତ୍ୱ...

Advertisement
Archives

Model This Week