କୁଲଦୀପ ଏଭରଗ୍ରୀନ୍‌ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,,୧୬।୯ (ଅଭୟ ଦାଶ): ଦେଶର ପ୍ରମୁଖ ଚା’ ବ୍ରାଣ୍ଡ୍‌ ତଥା ନେହା ଏଣ୍ଟରପ୍ରାଇଜର୍ସ ଦ୍ୱାରା ପ୍ରସ୍ତୁତ ଲୋକପ୍ରିୟ ଉତ୍ପାଦ ଏଭରଗ୍ରୀନ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ଭାରତୀୟ କ୍ରିକେଟିୟର କୁଲଦୀପ ଯାଦବଙ୍କୁ ନିକଟରେ ନିଯୁକ୍ତି ଦିଆଯାଇଛି। ଏପରିକି ଏଭରଗ୍ରୀନ ଚା’ର ଏକ ଟିଭି କର୍ମସିଆଲ (ଟିଭିସି) ର ସୁଟିଂ କୁଲଦୀପ ଯାଦବଙ୍କୁ ନେଇ କରାଯାଇଛି, ଏହା ଖୁବଶୀଖ୍ର ଆଞ୍ଚଳିକ ଏବଂ ଜାତୀୟ ଟେଲିଭିଜନ ଚ୍ୟାନେଲରେ ପ୍ରସାରିତ ହେବ।
ଏହି ପରିପ୍ରେକ୍ଷୀରେ ଆୟୋଜତି ଏକ ଖବରଦାତା ସମ୍ମିଳନୀରେ ଏଭରଗ୍ରୀନ ଚା’ର ପରିଚାଳନା ନିର୍ଦ୍ଦେଶକ ସାଜନ ଅଗ୍ରୱାଲ, ନିର୍ଦ୍ଦେଶକ ପ୍ରବୀଣ ଅଗ୍ରୱାଲ ଏବଂ ପୱନ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ। ଏ ନେଇ ସାଜନ ଅଗ୍ରୱାଲ କହିଥିଲେ,ଭାରତୀୟ ଜାତୀୟ କ୍ରିକେଟ ଟିମର ପ୍ରମୁଖ ସ୍ପିନର କୁଲଦୀପ ଯାଦବ ଆମର ବ୍ରାଣ୍ଡ୍‌ ଆମ୍ବାସାଡର ହୋଇଥିବାରୁ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏଭରଗ୍ରୀନ ପରିବାରରେ କୁଲଦୀପଙ୍କ ଯୋଗଦାନ ଦ୍ୱାରା ବ୍ରାଣ୍ଡ୍‌ ଉପରେ ଗ୍ରାହକମାନଙ୍କର ଆସ୍ଥା ଓ ବିଶ୍ୱାସ ଅଧିକ ଉଚ୍ଚ ସ୍ତରରେ ପହଞ୍ଚତ୍ବ। ଏହା ପୂର୍ବରୁ ବଲିଉଡ ଅଭିନେତା ଅନିଲ କପୁର, ହକି ଇଣ୍ଡିଆର ସଭାପତି ଦିଲୀପ ତିର୍କୀ, ଧାବିକା ଦୂତୀ ଚାନ୍ଦ ଏବଂ ଓଲିଉଡ଼ ଅଭିନେତା ସବ୍ୟସାଚୀ ଓ ଅର୍ଚ୍ଚିତା ମଧ୍ୟ ବ୍ରାଣ୍ଡ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ସାମିଲ ହୋଇଛନ୍ତି।
ସେହିଭଳି କୁଲଦୀପ ଯାଦବ କହିଥିଲେ, ଏଭରଗ୍ରୀନ ଚା ସହ ଯୋଡିହୋଇ ମୁଁ ବେଶ୍‌ ଉତ୍ସାହିତ ଅଛି। ଯେଉଁ ବ୍ରାଣ୍ଡ୍‌ ଅନେକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି, ଏଭରଗ୍ରୀନ ଚା’କେବଳ ଅନ୍ୟ ଗୋଟିଏ ଚା ବ୍ରାଣ୍ଡ୍‌ ନୁହେଁ ବରଂ ଏହା ଲୋକମାନଙ୍କ ମନରେ ଏକ ଭାବପ୍ରବଣତା ଭରା ଯୋଗସୂତ୍ର ସ୍ଥାପନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?