କୁଲଦୀପଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ:ମାଲଖମ୍ବ କୁସ୍ତିକୁ ଦର୍ଶକଙ୍କ ପସନ୍ଦ

ଦାରିଙ୍ଗବାଡି,୧୦।୧(ଅରୁଣ ସାହୁ):ଶୀତ ମହୋତ୍ସବର ଦିତୀୟ ସନ୍ଧ୍ୟାରେ ଦର୍ଶକ ସଙ୍ଗୀତ,ନୃତ୍ୟ, ଓଡିଶୀ, ମାଲଖମ୍ବ ଆଦିର ମଜା ନେଲେ। ଦିତୀୟ ସଂନ୍ଧ୍ୟାରେ ମୁଖ୍ୟ ଆକର୍ଷଣ ରହିଥିଲା କୁଲଦୀପ ପଟ୍ଟନାୟକଙ୍କ ସଙ୍ଗୀତ। ଦର୍ଶକ ତାଙ୍କ ସଙ୍ଗୀତ ରେ ଝୁମିଥିଲେ ପ୍ରାୟ ୧ ଘଣ୍ଟା ଧରି ସେ ନିଜ ସଂଗୀତରେ ଦର୍ଶକଙ୍କୁ ବାନ୍ଧି ରଖିଥିଲେ ସେହିପରି ସାମରିକ ଶିକ୍ଷା ତଥା ମାଲଖମ୍ବକୁ ମଧ୍ୟ ଦର୍ଶକଙ୍କୁ ବହୁତ ପସନ୍ଦ ଆସିଥିଲା। ପୁରୀରୁ ଶ୍ରେୟା ପଣ୍ଡାଙ୍କଦକ ଏହି ମାଲଖମ୍ବ ରେ ବିଭିନ୍ନ ପ୍ରକାର କଳା ଓ କୁସ୍ତି ପ୍ରଦର୍ଶନ କରିଥିଲେ ଗୋଟିଏ ଖମ୍ବ ରେ ଏହି କୁସ୍ତି କୁ ପ୍ରଦର୍ଶନ କରାଯାଉଥିବା ବେକେ ଏହା ଦର୍ଶକଙ୍କୁ ବହୁତ ପସନ୍ଦ ଆସିଥିଲା। ସେହିପରି ସମ୍ବଲପୁରୀ ଓ ରାଜସ୍ଥାନ ନୃତ୍ୟ ମଧ୍ୟ ଦର୍ଶକଙ୍କୁ ବହୁତ ପସନ୍ଦ ଆସିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଥାଲାପାତି ବିଜୟଙ୍କ ନୂଆ ରେକର୍ଡ: ଦେଶର ୫ ପ୍ରମୁଖ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ଏଣ୍ଟ୍ରି, ଜାଣନ୍ତୁ ନେଟ୍‌ୱର୍ଥ!

ନୂଆଦିଲ୍ଲୀ,୩।୬: ତାମିଲ ସିନେମାର ସୁପରଷ୍ଟାର ‘ଥାଲାପାତି’ ବିଜୟ (Thalapathy Vijay) ଏବେ ଚଳଚ୍ଚିତ୍ର ଦୁନିଆ ପରେ ରାଜନୀତି ମୈଦାନରେ ମଧ୍ୟ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ନିକଟରେ…

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ…

୨୬ ବର୍ଷ ମାତୃଭୂମି ସେବା କରି ଜନ୍ମମାଟିକୁ ଫେରିଲେ ସଞ୍ଜିବ, ଧୁମଧାମରେ ସ୍ବାଗତ କଲେ ଗ୍ରାମବାସୀ

କେସିଙ୍ଗା,୩।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଖାସ ବାହାଲ ଗ୍ରାମର ସଞ୍ଜୀବ କୁମାର ଭୋଇ ଦୀର୍ଘ ୨୬ବର୍ଷ କାଳ ସି.ଆର.ପି.ଏଫ.ଇନ୍ସପେକ୍ଟର ଭାବେ ସୀମାସୁରକ୍ଷା ଦେଇ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ…

ଛତ୍ରପୁର ଗସ୍ତରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ, ବୁଲି ଦେଖିଲେ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁର ସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ…

ଛାତିଥରା….ଦିଲ୍ଲୀ ଅଗ୍ନିକାଣ୍ଡରେ ୨୧ ମୃତ, ଜୀବନ ବଞ୍ଚାଇବା ପାଇଁ ଛୁଆଙ୍କୁ ଧରି ତୃତୀୟ ମହଲାରୁ ଡ଼େଇଁଲେ ମହିଳା

ନୂଆଦିଲ୍ଲୀ,୩ା୬: ବୁଧବାର ସକାଳେ ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗରରେ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ନିଆଁ ଆଁରେ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ…

ଟିଏମସିରେ ବିଦ୍ରୋହ ଭିତରେ ମମତାଙ୍କ ବଡ଼ ଚାଲ! ଭାଙ୍ଗିଦେଲେ ଦଳର…

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ଭିତରେ ସୃଷ୍ଟି ହୋଇଥିବା ତୀବ୍ର ବିଦ୍ରୋହକୁ ଦବାଇବା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri