Posted inଜାତୀୟ

ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୯।୫: ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ରେଡୱାନି ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର ପ୍ରାୟ ୪୦ ଘଣ୍ଟା ପରେ ଶେଷ ହୋଇଛି। ସୁରକ୍ଷା ବାହିନୀ ତିନି ଜଣ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି। ଭାରତୀୟ ସେନାର ଚିନାର କର୍ପସ ଏକ୍ସରେ ସୂଚନା ଦେଇଛି, କୁଲଗାମର ରେଡୱାନି ପାଇନ ଜେନେରାଲ ଅଞ୍ଚଳରେ ୬-୭ ମେ ମଧ୍ୟରାତ୍ରିରେ ଆରମ୍ଭ ହୋଇଥିବା ମିଳିତ ଅପରେଶନ ପ୍ରାୟ ୪୦ ଘଣ୍ଟା ନିରନ୍ତର ନୀରିକ୍ଷଣ ପରେ ଶେଷ ହୋଇଛି। ଏଥିସହ ତିନିଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।
ସୋମବାର ଠାରୁ ରେଡୱାନି ଅଞ୍ଚଳରେ ଚାଲିଥିବା ଏନକାଉଣ୍ଟରରେ ସୁରକ୍ଷା ବାହିନୀ ଦ୍ୱାରା ଅନ୍ୟ ଜଣେ ଆତଙ୍କବାଦୀ ନିହତ ହୋଇଥିଲେ। ଏହା ସହିତ ଏହି ଏନକାଉଣ୍ଟରରେ ସୁରକ୍ଷା ବାହିନୀ ଦ୍ୱାରା ତିନି ଆତଙ୍କବାଦୀ ନିହତ ହୋଇଥିଲେ। ଏହାପୂର୍ବରୁ ମଙ୍ଗଳବାର ବରିଷ୍ଠ ଟିଆରଏଫ କମାଣ୍ଡର ବାସିଟ ଅହମ୍ମଦ ଦାର ଏବଂ ତାଙ୍କ ସହଯୋଗୀ ଫହିମ ଅହମ୍ମଦ ବାବାଙ୍କୁ ନିପାତ କରାଯାଇଥିଲା।
ସୂଚନାନୁସାରେ, ସୋମବାର ରାତିରେ ତିନିଜଣ ଆତଙ୍କବାଦୀ ବାସିତ ଅହମ୍ମଦ ଦାର, ଫହିମ ଅହମ୍ମଦ ବାବା ଏବଂ ମୋମିନଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଏହି ଅଞ୍ଚଳରେ ଅପରେଶନ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri