Posted inଜାତୀୟ

କୁଲଗାମରେ ସୁରକ୍ଷାକର୍ମୀଙ୍କୁ ସଫଳତା, ପାକିସ୍ତାନ ଆତଙ୍କବାଦୀ ନିହତ, ଜଣେ ଯବାନ ସମେତ ୩ ଆହତ

ଜମ୍ମୁ,୨୭ ।୯: ଜମ୍ମୁ-କଶ୍ମୀର କୁଲଗାମର ବଟପୋରା ଅଞ୍ଚଳରେ ସୋମବାର ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ପାକିସ୍ତାନ ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦର ଜଣେ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ନିହତ ହୋଇଛନ୍ତି । ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିଛି ସେ ହେଲେ ଅବୁ ହୁରାରା । ସେ ଏକ ବିଦେଶୀ ପାକିସ୍ତାନ ଆତଙ୍କବାଦୀ । କଶ୍ମୀର ପୋଲିସର ଏଡିଜିପି କହିଛନ୍ତି, ମୃତ ଆତଙ୍କବାଦୀଙ୍କର ସମ୍ପର୍କ ପ୍ରତିବନ୍ଧିତ ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ସହ ଥିଲା ।

ପୋଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ମୃତ ଆତଙ୍କବାଦୀଙ୍କ ନିକଟରୁ ଗୋଟିଏ ଏକେ ରାଇଫଲ ସମେତ ଆପତ୍ତିଜନକ ସାମଗ୍ରୀ, ଅସ୍ତ୍ର ଓ ଗୋଳା ବାରୁଦ ଜବତ କରାଯାଇଛି । ସୁରକ୍ଷାକର୍ମୀ ଓ ପୋଲିସ ଟିମ ମୃତ ଆତଙ୍କବାଦୀଙ୍କ ସାଥିଙ୍କୁ ଖୋଜିବାକୁ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରଖିଛନ୍ତି । ସୋମବାର ଦ୍ୱିପ୍ରହରରେ ଖବର ମିଳିଥିଲା କି ବଟପୋରାର କିଛି ସ୍ଥାନରେ ଆତଙ୍କବାଦୀମାନେ ସକ୍ରିୟ ରହିଛନ୍ତି, ଏହାପରେ ଗାଁରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା ।
ସର୍ଚ୍ଚ ଅପରେଶନ ଆରମ୍ଭ ହେବା ଜାଣିବା ପରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରୁକୁ ଆକ୍ରମଣ କରିଥିଲେ । ଆଉ ଏହାର କଡା ଯବା ଦେଇଥିଲେ ସୁରକ୍ଷାକର୍ମୀ । ଏହି ଆକ୍ରମଣରେ ୨ ସାଧାରଣ ନାଗରିକ ଓ ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri