Posted inଜାତୀୟ

କୁଲଗାମ ଏନକାଉଣ୍ଟରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ଟପ୍ କମାଣ୍ଡର ଶାକିର ନଜାରଙ୍କ ସମେତ ୩ ଆତଙ୍କବାଦୀ ନିହତ

ଜମ୍ମୁ,୧୮ ।୧୧: ଜମ୍ମୁ-କଶ୍ମୀରର କୁଲଗାମରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । କଶ୍ମୀର ଆଇଜିପି ବିଜୟ କୁମାରଙ୍କ ସୂଚନା ଅନୁଯାୟୀ, କୁଲଗାମରେ ଚାଲିଥିବା ଏନକାଉଣ୍ଟରେ ହିଜବୁଲ ମୁଜାହିଦ୍ଦିନର ଡିଷ୍ଟ୍ରିକ୍ଟ କମାଣ୍ଡର ଶାକିର ନଜାର ନିହତ ହୋଇଛନ୍ତି । ସେ ୨୦୧୮ରୁ ଆତଙ୍କବାଦୀ ସଙ୍ଗଠନରେ ସକ୍ରିୟ ଥିଲେ । ଏହାସହ ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ଆଉ ଦୁଇ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ରହିଛି । ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଲଗାତାର ଭାବେ ଆତଙ୍କବାଦୀମାନେ ଆକ୍ରମଣ ଯୋଜନା କରି ଆସୁଥିବା ଓ ଏହାକୁ ଫଳପ୍ରଦ କରୁଥିବା ବେଳେ ଭାରତୀୟ ସେନା ବି ଏହାର କଡା ଜବାବ ଦେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri