Posted inଜାତୀୟ

ଏପ୍ରିଲ ୧ରୁ ଆରମ୍ଭ ହେବ କୁମ୍ଭମେଳା

ଡେରାଡୁନ,୧୮ ।୨: ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ କୁମ୍ଭମେଳା ଏପ୍ରିଲ ୧ରୁ ଆରମ୍ଭ ହୋଇ ୩୦ ତାରିଖ ଯାଏ ଚାଲିବ । ଏଥିପାଇଁ ସରକାରଙ୍କ ପକ୍ଷରୁ ମାର୍ଚ୍ଚ ଶେଷ ସୁଦ୍ଧା ନୋଟିଫିକେଶନ ଜାରି କରାଯିବ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏଥର ମାତ୍ର ୩୦ ଦିନ ପାଇଁ ଏହି ମେଳା ଅନୁଷ୍ଠିତ ହେବାକୁ ଯାଉଛି ବୋଲି ସୂଚନା ଦେଇଛନ୍ତି ଉତ୍ତରାଖଣ୍ଡ ଚିଫ୍ ସେକ୍ରେଟାରୀ ଓମ ପ୍ରକାଶ । ସୂଚନାଯୋଗ୍ୟ, ବିଶ୍ୱ ପ୍ରସିଦ୍ଧ ଏହି କୁମ୍ଭମେଳକୁ ପ୍ରତିବର୍ଷ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଆସି ଥାଆନ୍ତି । ଏଥର କିନ୍ତୁ କରୋନା ସଂକ୍ରମଣ ଯଦିଓ କିଛି ପରିମାଣରେ କମ୍ ହୋଇଛି କିନ୍ତୁ ସମ୍ପୂର୍ଣ୍ଣ କମ୍ ହୋଇ ନ ଥିବାରୁ ଏଥିପାଇଁ ସରକାରଙ୍କ ପକ୍ଷରୁ କିଛି କଟକଣା ଜାରି କରାଯିବ ବୋଲି ସୂଚନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୟଫ୍ରେଣ୍ଡ ସହ ମିଶି ବାପାଙ୍କୁ ହତ୍ୟା

ବେଙ୍ଗାଲୁରୁ,୨୬।୧୧: ଯୌନ ନିର୍ଯାତନା ଦେଉଥିବା ବାପାଙ୍କୁ ବୟଫ୍ରେଣ୍ଡ ଓ ତାଙ୍କର ୩ ସାଙ୍ଗଙ୍କ ସହାୟତାରେ ହତ୍ୟା କରିଛି ଝିଅ। ଏଭଳି ଘଟଣା ବେଙ୍ଗାଲୁରୁରେ ଘଟିଛି। ମୃତକ...

ସାଇକେଲ ଧରିବା ପରେ ଯୋଗୀଙ୍କୁ ଟାର୍ଗେଟ

ଲକ୍ଷ୍ନୌ,୧୪।୧: ଶେଷରେ ଅଖିଳେଶଙ୍କ ସାଇକେଲ ଧରିଛନ୍ତି ଯୋଗୀ ସରକାରଙ୍କ କ୍ୟାବିନେଟରେ ମନ୍ତ୍ରୀ ଥିବା ସ୍ବାମୀ ପ୍ରସାଦ ମୌଯ୍ୟ । ସେ ଏକା ନୁହନ୍ତି ତାଙ୍କ ସହ...

କାର୍‌କେଡକୁ ଅଟକାଇ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିଲେ ମୋଦି

ଅହମଦାବାଦ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ଶୁକ୍ରବାର ଗାନ୍ଧୀନଗରରୁ ମୁମ୍ବାଇ ମଧ୍ୟରେ ଚାଲିବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ର...

ସିନ୍ଧୁ ସୀମାରେ ତିନି ଶହରୁ ଅଧିକ କୃଷକ ଅସୁସ୍ଥ, କରୋନା ପରୀକ୍ଷା ପାଇଁ ଅରାଜି!

ନୂଆଦିଲ୍ଲୀ,୬ ।୧୨: ରାଜଧାନୀ ଦିଲ୍ଲୀରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା କରାଯାଉଛି । ସିନ୍ଧୁ ସୀମାରେ ଧାରଣାରତ ୩ଶହରୁ ଅଧିକ କୃଷକ ଏବେ ଅସୁସ୍ଥ...

ଆଖି ଖୋଲନ୍ତୁ ମୋଦି ସରକାର; ଗଭୀର ଖାଇରେ ଖସିପଡ଼ିଛି ଅର୍ଥବ୍ୟବସ୍ଥା: ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପୁଣିଥରେ ଟାର୍ଗେଟ୍‌ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଦେଶର ଅର୍ଥବ୍ୟବସ୍ଥା ଗଭୀର...

ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ଅହମଦାବାଦ୍‌,୨୯।୧୦:ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୯୨ ବର୍ଷ ହୋଇଥିଲା। ନିଃଶ୍ୱସାପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିବାରୁ ଗୁରୁବାର ସକାଳେ...

ଭବାନୀପୁର ଉପ ନିର୍ବାଚନ ପ୍ରଚାର ବେଳେ ଭାଜପା ମୁଖ୍ୟଙ୍କୁ ସେକିଲେ

କୋଲାକାତା,୨୭।୯: ଆସନ୍ତା ୩୦ ତାରିଖରେ ହେବାକୁ ଯାଉଥିବା ଭବାନୀପୁର ଉପ ନିର୍ବାଚନ ଲାଗି ସୋମବାର ଘରରୁ ଘର ପ୍ରଚାରବେଳେ ଭାଜପାର ଜାତୀୟ ଉପ ସଭାପତି ଦୀଲିପ...

ଶିଶୁଙ୍କ ଯତ୍ନ ଲାଗି ପରିବାରରେ ମହିଳା ରହିବା ଜରୁରୀ: ହାଇକୋର୍ଟ

କୋଚି, ୩୦ା୧୦: ଭାରତୀୟ ପରିବାର ପରିପ୍ରେକ୍ଷୀରେ ଶିଶୁଙ୍କ ଯତ୍ନ ଲାଗି ଜଣେ ମହିଳା ରହିବା ଜରୁରୀ ବୋଲି କେରଳ ହାଇକୋର୍ଟ ଟିପ୍ପଣୀ ଦେଇଛନ୍ତି। କାରଣ ଆମେ...

Advertisement
Archives

Model This Week