Posted inଜାତୀୟ

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି। ସେ ମେଟା ପ୍ଲାଟଫର୍ମ ଅଧିକୃତ ସୋସିଆଲ ମିଡିଆ ହ୍ବାଟ୍‌ସଆପ୍‌କୁ ବିଶ୍ୱସ୍ତରରେ ପରିଚାଳନା କରିବା ଦାୟିତ୍ୱ ଗ୍ରହଣ କରିବେ। ମେଟା ପକ୍ଷରୁ କ୍ରେଡ୍‌ କମ୍ପାନୀରେ ୯୦୦ ନିୟୁତ ଡଲାର ନିବେଶ କରାଯିବା ପରେ କୁନାଲ ଏଭଳି ନିଷ୍ପତ୍ତି ନେଇଛନ୍ତି। କୌଣସି ଭାରତୀୟ ଉଦ୍ୟୋଗୀ ହ୍ବାଟସ୍‌ଆପ୍‌ ଭଳି ଏକ ବିଶ୍ୱସ୍ତରୀୟ ସୋସିଆଲ ମିଡିଆ ପ୍ଲାଟଫର୍ମର ମୁଖ୍ୟ ହେବା ନିଶ୍ଚିତ ଭାବେ ଭାରତୀୟ ଶିଳ୍ପକ୍ଷେତ୍ର ପାଇଁ ଗର୍ବର ବିଷୟ ବୋଲି କୁହାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବନ୍ୟା ମୁକାବିଲାରେ ସାହାଯ୍ୟ କରୁଛି ‘ଆରାବଳୀ’

ନୂଆଦିଲ୍ଲୀ,୨୩ା୬: ଦେଶର ରାଜଧାନୀ ଦିଲ୍ଲୀରେ ମୌସୁମୀ ବର୍ଷା ଆରମ୍ଭ ହେବାକୁ ଥିବାବେଳେ ସହରକୁ ବନ୍ୟା ଓ ଜଳବନ୍ଦୀ ସମସ୍ୟାରୁ ରକ୍ଷା କରିବା ପାଇଁ ଆରାବଳୀ ବାୟୋଡାଇଭର୍ସିଟି ପାର୍କ…

ବାପୁନର ବିଚାର

ପୁଅର ରେଜଲ୍ଟ ଭଲ ହୋଇଥିବା ଖୁସିରେ ଡାକ୍ତର ବନ୍ଧୁ ସୁରେଶବାବୁ ଆୟୋଜନ କରିଥିବା ଗୋଟେ ପାରିବାରିକ ଉତ୍ସବରେ ସାମିଲ ହେବାକୁ ପହଞ୍ଚିଲା ବେଳକୁ ଦେଖିଲି ଯେ ଖୁସି…

ତ୍ରୁଟିପୂର୍ଣ୍ଣ ଉପହାର ପ୍ରତ୍ୟାହାର ହେଉ

କୋମଳମତି ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବଳିଷ୍ଠ, ପୁଷ୍ଟ ଓ ପ୍ରଭାବିତ କରିବାରେ ପାଠ୍ୟପୁସ୍ତକର ଅନିବାର୍ଯ୍ୟ ଭୂମିକା ସର୍ବଜନଗ୍ରାହ୍ୟ। ମାସକ ପୂର୍ବରୁ ୭ମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକରେ ଥିବା ତ୍ରୁଟି…

ଦାଦନ ଖଟିବାକୁ ଯାଇଥିଲେ ଗୋଆ, ୪ ମହଲା କୋଠାରୁ ଖସି ପଡ଼ି ଚାଲିଗଲା ଗଣେଶଙ୍କ ଜୀବନ

ମୋହନା, ୨୩।୬( ମନ୍ମଥ ମିଶ୍ର ): ଦାଦନ ଖଟିବାକୁ ଯାଇଥିଲେ ଗୋଆ । ହେଲେ ୪ ମହଲା ଅଟ୍ଟାଳିକାରୁ ତଳକୁ ଖସି ପଡ଼ିବାରୁ ଦାଦନ ଶ୍ରମିକଙ୍କ ମୃତ୍ୟୁ…

ଅବୈଜ୍ଞାନିକ, ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବି : ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ…

ବଲାଙ୍ଗୀର ,୨୩।୬ (ସୁନିଲ କୁମାର ମହାନ୍ତି): ଓଡ଼ିଶା ଭଳି ଏକ ଆଦିବାସୀ ଅଧ୍ୟୁଷିତ ରାଜ୍ୟରେ ଉତ୍ତମ ସରକାରୀ ଶିକ୍ଷା ଅତ୍ୟନ୍ତ ଜରୁରୀ ଥିବା ସତ୍ତ୍ୱେ ଗତ ସରକାର…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

ମାନସିକ ଉଦ୍‌ବେଗ ପାଇଁ ଦାୟୀ ୭୪ ଜିନ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୩ା୬: ବିଜ୍ଞାନ ଜଗତରେ ମାନସିକ ସ୍ବାସ୍ଥ୍ୟକୁ ନେଇ ଏକ ବଡ଼ ସଫଳତା ମିଳିଛି। ବୈଜ୍ଞାନିକମାନେ ମାନବ ଶରୀରର ଡିଏନ୍‌ଏ (ଜେନୋମ) ମଧ୍ୟରେ ଏଭଳି ୭୪ଟି ଦିଗ ଚିହ୍ନଟ…

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri