କୁଣ୍ଢେଇଗୋଳା-ବୁଢାପାଳ ଯୋଗାଯୋଗ ବିଚ୍ଛିନ୍ନ

ଦେବଗଡ,୨୮ା୮(ଡ଼ି.ଏନ୍‌.ଏ.)
ଲଗାଣ ବର୍ଷା ଯୋଗୁ ଦେବଗଡ ରିଆମାଳ ବ୍ଲକ ଅନ୍ତର୍ଗତ କୁଣ୍ଢେଇଗୋଳା ଗ୍ରାମ ନିକଟରେ ଟିକିରା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ା ଫଳରେ ୫୩ ନମ୍ବର ଜାତୀୟ ରାଜପଥରେ ୩ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି ା ଏଥିଯୋଗୁ କୁଣ୍ଢେଇଗୋଳା ଓ ବୁଢାପାଳ ଗ୍ରାମ ମଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇପଡ଼ିଛି ା ସେହିପରି ଉକ୍ତ ରାଜପଥ ଦେଇ ଦେବଗଡରୁ ଅନୁଗୁଳ ଯାତାୟାତ କରୁଥିବା ଶତାଧିକ ଯାନବାହାନ ରାସ୍ତାର ଉଭୟ ପାର୍ଶ୍ୱରେ ଅଟକିି ରହିଛି ା ପ୍ରବଳ ବର୍ଷା ଲାଗି ରହିଥିବାରୁ ନଦୀର ଜଳସ୍ତର ଅଧିକ ବୃଦ୍ଧି ପାଇ ଫସଲ ଓ ଧନଜୀବନ ନଷ୍ଟ ହେବାର ଆଶଙ୍କା ପ୍ରକାଶ ପାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri