Posted inଜାତୀୟ

ଚିତା ‘ନିର୍ଭୟା’ର ମିଳୁନି ପତ୍ତା

ଭୋପାଳ,୨୮।୭: ଶିଓପୁର ଜିଲା ଅନ୍ତର୍ଗତ କୁନୋ ଜାତୀୟ ଉଦ୍ୟାନରେ ଥିବା ଖୋଲା ଜଙ୍ଗଲରେ ବୁଲୁଥିବା ମହିଳା ଚିତା ‘ନିର୍ଭୟା’ ରାଡାରରୁ ବାହାରି ଯାଇଛି। କୁହାଯାଉଛି ରେଡିଓ କଲର ଖରାପ ହୋଇଯାଇଛି। ଯାହା ଫଳରେ ‘ନିର୍ଭୟା’କୁ ଟ୍ରାସ କରିବା କଷ୍ଟକର ହୋଇପଡ଼ିଛି।

କୁନୋ ଜାତୀୟ ଉଦ୍ୟାନର ଅଧିକାରୀମାନେ ‘ନିର୍ଭୟା’ର କୌଣସି ସୂଚନା ପାଇନାହାଁନ୍ତି। କୁନୋ ପାର୍କ ମ୍ୟାନେଜମେଣ୍ଟ ଅନେକ ଦିନ ଧରି ସର୍ଚ୍ଚ ଅପରେଶନ ଚଳାଉଛି। ଏହା ପରେ ମଧ୍ୟ କୌଣସିି ସଫଳତା ମିଳିନାହିଁ। ସନ୍ଧାନକୁ ତ୍ୱରାନ୍ବିତ କରିବା ପାଇଁ କୁନୋ ଜାତୀୟ ଉଦ୍ୟାନରେ ଡ୍ରୋନ କ୍ୟାମେରାର ବ୍ୟବହାର ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri