କୁଏଟ୍‌ ଅଗ୍ନିକାଣ୍ଡ: ୨ ଓଡ଼ିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୬: କୁଏଟ୍‌ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ତିଗିରିଆର ମହମ୍ମଦ ଜହୁର ଓ ଗଞ୍ଜାମ ଜିଲା ପୁରୁଷୋତମପୁର ବ୍ଲକ ରଣଝାଲି ଗାଁର ସନ୍ତୋଷ ଗୌଡଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆଜି ଦୁଇ ମୃତକଙ୍କ ମୃତଦେହ କେରଳରୁ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କ ଗାଁ ଅଭିମୁଖେ ଯାତ୍ରା କରିଛି । ତେବେ ଭୁବନେଶ୍ୱରରେ ସେମାନଙ୍କ ମୃତଦେହ ଆସି ପହଞ୍ଚିବା ପରେ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ଦଳୀୟ ନେତାମାନେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri