ସାମ୍ବାଦିକ ସାଜି ବୁମ୍‌ ଧରି ପ୍ରଭାତୀ ପରିଡ଼ାଙ୍କୁ ପ୍ରଶ୍ନ ପଚାରିଲେ କନକବର୍ଦ୍ଧନ ସିଂ ଦେଓ, ଉତ୍ତରରେ କହିଲେ..

ଭୁବନେଶ୍ୱର,୧୮ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ସାମ୍ବାଦିକ ସାଜି ବୁମ୍‌ ଧରି ପ୍ରଶ୍ନ ପଚାରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ। ପ୍ରଭାତୀଙ୍କୁ ଆଜିର ବିଧାନସଭା ପରିସରରେ ଯେଉଁ ଚନ୍ଦନ ଗଛ ଲଗାଇଲେ ଏନେଇ ସମାଜକୁ କ’ଣ ବାର୍ତ୍ତା ଦେବାକୁ ଚାହିଁବେ ବୋଲି କନକବର୍ଦ୍ଧନ ପ୍ରଭାତୀଙ୍କୁ ପ୍ରଶ୍ନ ପଚାରିଥିଲେ।

ଭିଡିଓରେ କନକବର୍ଦ୍ଧନ ପୁଣି କହୁଛନ୍ତି ଏହା ହିନ୍ଦୀ ଚ୍ୟାନେଲ ହିନ୍ଦୀରେ କୁହନ୍ତୁ। ଓଡ଼ିଶାର ସବୁ ମା’ଙ୍କ ପାଇଁ କ’ଣ ବାର୍ତ୍ତା ଦେବାକୁ ଚାହିଁବେ ବୋଲି ପ୍ରଶ୍ନ ପଚାରିଥିଲେ କନକବର୍ଦ୍ଧନ? ଏହାର ଉତ୍ତରରେ ପ୍ରଭାତୀ କହିଥିଲେ, ମା’ଙ୍କୁ ପ୍ରକୃତିଠାରୁ ବହୁତ ଲୋକ ଭଲ ପାଆନ୍ତି। ତେଣୁ ମା’ଙ୍କ ନାଁରେ ଏକ ଗଛ ଲଗାଇବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଥିଲେ। ଏହା ପରେ କନକବର୍ଦ୍ଧନ ବହୁତ ବହୁତ ଧନ୍ୟବାଦ ବୋଲି କହିଥିଲେ।

ଅନ୍ୟପକ୍ଷରେ ପାଖରେ ଉପସ୍ଥିତ ଥିବା ଲୋକଙ୍କ ମଧ୍ୟରେ ଏହି ଦୃଶ୍ୟ ବେଶ୍‌ ହାସ୍ୟରୋଳ ସୃଷ୍ଟି କରିଥିବା ଭିଡିଓରେ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?