ଆଇଏଏସ୍‌ ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଏମିତି କହିଲେ କେଭି ସିଂହଦେଓ

ଭୁବନେଶ୍ୱର୧୮।୧୨: ଆଇଏଏସ୍‌ ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସରକାରଙ୍କ ପକ୍ଷରୁ ଯାହା ପଦକ୍ଷେପ ନେବା କଥା ନିଆଯାଇଛି। ତାଙ୍କୁ ସମନ କରାଯାଇଛି, ସିବିଆଇକୁ ଯାହା କହିବା କଥା କହିବେ।
ଚୂଡ଼ାନ୍ତ ରିପୋର୍ଟ ପରେ ରାଜ୍ୟ ସରକାର ଯାହା ପଦକ୍ଷେପ ନେବେ।

ଏକ କଂପାନୀ ସହ ଲିଙ୍କ୍ ମାମଲାରେ ସିବିଆଇ ସ୍କାନରକୁ ଚାଲି ଆସିଛନ୍ତି ବିଷ୍ଣୁପଦ ସେଠୀ। ଗତ ୧୧ ତାରିଖ ଦିନ ୧୦ଟାରେ ଭୁବନେଶ୍ୱର ସିବିଆଇ ଅଫିସରେ ହାଜର ହେବା ପାଇଁ ବିଷ୍ଣୁପଦଙ୍କୁ ସିବିଆଇ ନୋଟିସ କରିଥିଲା। ହେଲେ ୧୧ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀରେ ଥିଲେ ବିଷ୍ଣୁପଦ ସେଠୀ।

ଦିଲ୍ଲୀର ଅଶୋକା ହୋଟେଲରେ ତାଙ୍କ ପାଇଁ ରୁମ୍‌ ବୁକ୍ ହୋଇଥିଲା। ଗୃହ ବିଭାଗ ପକ୍ଷରୁ ତାଙ୍କ ପାଇଁ ରୁମ୍‌ ବୁକ ହେଇଥିବା ବେଳେ ଏହି ତଥ୍ୟ ଏବେ ସାମ୍ନାକୁ ଆସିଛି। ତେବେ କାହିଁକି ଦିଲ୍ଲୀ ଯାଇଥିଲେ ବିଷ୍ଣୁପଦ ତାହା ସ୍ପଷ୍ଟ ହୋଇ ପାରିନି। ଆଉ ଦିଲ୍ଲୀ ଯାଇଥିବା ବେଳେ ସେଠାରେ କାହିଁକି ସିବିଆଇ କାର୍ଯ୍ୟାଳୟରେ ହାଜର ହେଲେନି ତାହା ବି ସ୍ପଷ୍ଟ ହୋଇ ପାରିନି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?