ବଜରଙ୍ଗି ଭାଇଜାନ ଭୂମିକାରେ ପୁଣି ଆସିବେ ସଲମାନ!

ମୁମ୍ବାଇ: ସୁପରଷ୍ଟାର ସଲମାନ ଖାଁଙ୍କ ଅଭିନୀତ ଫିଲ୍ମ ବଜରଙ୍ଗି ଭାଇଜାନକୁ ଜୁଲାଇ ୧୭ରେ ୬ ବର୍ଷ ପୂରଣ ହୋଇଛି । ଏହି ଫିଲ୍ମ ସବୁ ସଫଳତାର ରେକର୍ଡ ଭାଙ୍ଗି ଦେଇଥିବା ବେଳେ ଏହାର ସକସେସ୍ ସଲମାନଙ୍କ ଷ୍ଟାରଡମକୁ ଆହୁରି ବଢାଇ ଦେଇଥିଲା । ଏହାସହ ଏହି ମୁଭି ବ୍ୟବସାୟିକ ଭାବେ ୩ଶହ କୋଟି କ୍ଲବରେ ସାମିଲ ହୋଇଯାଇଥିଲା । ଏହାର ସିକ୍ୱୁଏଲକୁ ଏବେବି ଦର୍ଶକେ ଅପେକ୍ଷା ରଖିଛନ୍ତି । ପିଙ୍କ୍ ଭିଲାର ଏକ ରିପୋର୍ଟରୁ ଜଣାପଡିଛି କି ବାହୁବଳୀର ନିର୍ଦ୍ଦେଶକ ଏସ୍‌ଏସ୍ ରାଜାମୌଳିଙ୍କ ପିତା ଫିଲ୍ମର କାହାଣୀକାର କେବି ବିଜେନ୍ଦ୍ରୟ ପ୍ରସାଦ କହିଛନ୍ତି ବଜରଙ୍ଗି ଭାଇଜାନର ଦ୍ୱିତୀୟ ଭାଗ ଆସିବ । ଏଥିପାଇଁ ସେ କାହାଣୀ ପ୍ରସ୍ତୁତ କରୁଛନ୍ତି । ଏହାକୁ ନେଇ ସେ ସଲମାନ ଖାଁଙ୍କ ସହ କଥା ବି ହୋଇ ସାରିଛନ୍ତି । ଆଉ ସଲମାନଙ୍କୁ ଏହି କାହାଣୀ ପସନ୍ଦ ଆସିଛି । ସେ କହିଛନ୍ତି ମୁଁ ବଜରଙ୍ଗି ଭାଇଜାନ ୨ ପାଇଁ ଲେଖିବାକୁ ଚେଷ୍ଟା କରୁଛି । ଏହାର ଆଇଡିଆ ସଲମାନଙ୍କୁ କହିବା ପରେ ସେ ଏହାକୁ ନେଇ ଏକ୍ସାଇଟେଡ ଅଛନ୍ତି । ଆଶା କରାଯାଉଛି ଯଦି ସବୁକିଛି ଠିକ୍ ରହିଲା ତେବେ ଦର୍ଶକେ ଖୁବଶୀଘ୍ର ‘ବଜରଙ୍ଗି ଭାଇଜାନ ୨’ ଦେଖିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?